ଛୁଟି ନେଇ ଘରକୁ ଆସୁଥିଲେ,ଦୁର୍ଘଟଣାରେ ଚାଲିଗଲା ଏସ୍‌ଡିଜେଏମ୍‌ଙ୍କ ଜୀବନ

ବାରିପଦା ଅଫିସ,୩୦।୬: ୪୯ ନଂ ଜାତୀୟ ରାଜପଥ ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରାଇରଙ୍ଗପୁର ଏସ୍‌ଡିଜେଏମ୍‌ ସ୍ମରଣିକା ପ୍ରଧାନଙ୍କ ମୃତ୍ୟୁ ହୋଇଛି।

ସୂଚନାନୁସାରେ, କାର୍‌ଟି ଭାରସାମ୍ୟ ହରାଇ ଚାଇଁନେବଦା ଛକ ନିକଟରେ ଏକ ଇଲେକ୍ଟ୍ରି ଖୁଣ୍ଟରେ ପିଟି ହୋଇଯାଇଥିଲା। ଯାହା ଫଳରେ ଏହି ଦୁର୍ଘଟଣା ଘଟିଛି । ଗୁରୁତର ଅବସ୍ଥାରେ ଏସ୍‌ଡିଜେଏମ୍‌ଙ୍କୁ ଯଶୀପୁର ମେଡ଼ିକାଲକୁ ନିଆଯାଇଥିଲା । ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି । ସେ ଛୁଟି ନେଇ ରାଇରଙ୍ଗପୁରରୁ ନିଜ ଘର ପୁରୀକୁ ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ଯଶୀପୁର ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ବରଗଡ଼ ଅଫିସ,୫।୫: ୨୦୨୨ ଜୁନ ମାସରେ ବରଗଡ଼ ପୌରାଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଗତ ୧ତାରିଖରେ ଏହି ମାମଲାର ଶୁଣାଣି...

ରାୟପୁର-କୋଲକାତାରେ ହେବ ପରବର୍ତ୍ତୀ ଇନ୍‌ଭେଷ୍ଟର୍ସ ମିଟ୍‌

ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଦୁବାଇରୁ ଆରମ୍ଭ ହୋଇଥିବା ଇନଭେଷ୍ଟର୍ସ ମିଟ୍‌ ଏବେ ହାଇଦ୍ରାବାଦରେ ସରିଛି। ଆଗକୁ ରାୟପୁର ଓ କଲିକତାରେ ଇନଭେଷ୍ଟର୍ସ ମିଟ୍‌ ହେବ। ଅକ୍ଟୋବର ୨୭ରୁ ୨୯...

ନେଟ୍‌ଓ୍ବର୍କ ନାହିଁ, କେମିତି ହେବ ‘ଡିଜିଟାଲ ପ୍ରଚାର’

ବିଷମକଟକ, ୨୧।୧(ଡି.ଏନ୍‌.ଏ.): ଅବିଭକ୍ତ କୋରାପୁଟ ଜିଲାକୁ ୧୯୯୨ରେ ବିଭାଜନ କରାଯାଇ ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲା ହୋଇଥିଲା। ହେଲେ ଏବେବି ୪ ଜିଲାର...

‘ଅଫିସ ବାହାରକୁ ଯାଉଛି ଫାଇଲ’

ଗଞ୍ଜାମ,୨୪ା୩(ଡି.ଏନ.ଏ.): ଗଞ୍ଜାମ ଏନ୍‌ଏସିର ଉନ୍ନୟନ କାର୍ଯ୍ୟ ଫାଇଲ ଅଫିସ ବାହାରକୁ ଯାଉଥିବା ନେଇ ଶୁକ୍ରବାର ଏନ୍‌ଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକଙ୍କ ସମେତ ସମସ୍ତ ବିଜେଡି...

‘କରୋନା’ ଭାଇରସ୍‌ ପାଇଁ ଆଡ୍‌ଭାଇଜରି: ୪ ମେଡିକାଲରେ ଖୋଲିବ ସ୍ବତନ୍ତ୍ର ଓ୍ବାର୍ଡ

ଭୁବନେଶ୍ୱର, ୨୬।୧ (ବ୍ୟୁରୋ)/ କଟକ ଅଫିସ : ‘କରୋନା’ ଭାଇରସ୍‌ ପାଇଁ ଶନିବାର ରାଜ୍ୟ ସରକାର ଆଡ୍‌ଭାଇଜରି ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ପ୍ରମୁଖ ହସ୍ପିଟାଲକୁ...

ଅର୍ଚ୍ଚନାଙ୍କୁ ଜେଲ ଭିତରେ ଜେରା କରିବ ଇଡି

ଭୁବନେଶ୍ୱର,୪।୧(ବ୍ୟୁରୋ): ବହୁଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲାରେ ଇଡି ତଦନ୍ତ ଚଳାଇଛି। ତେବେ ଡିଜିଟାଲ ଏଭିଡେନ୍ସ ପାଇବା ବୁଧବାର ଇଡି ଅର୍ଚ୍ଚନାଙ୍କୁ ଜେଲ ଭିତରେ...

୩ରୁ ୪ ସପ୍ତାହ ମଧ୍ୟରେ ବଢ଼ିପାରେ କରୋନା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଦିଲ୍ଲୀରେ...

ସୁନୀଲ ବଂଶଲ ରାଜ୍ୟ ଭାଜପା ପ୍ରଭାରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି।  ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ...

Advertisement
Archives

Model This Week