Posted inଜାତୀୟ

ମୋଦିଙ୍କ ଗ୍ୟାରେଣ୍ଟି ଉପରେ ଏହା ଜନତାର ମୋହର: ସ୍ମୃତି ଇରାନି

ନୂଆଦିଲ୍ଲୀ,୩।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଗଡ଼ର ବିଧାନସଭା ନିର୍ବାଚନରେ ଭାଜପା ଫର ଇଣ୍ଡିଆର ବୃହତ ବିଜୟ ଐତିହାସିକ ଅଟେ। ଏହା ବିଜୟଶ୍ରୀ ଜନକଲ୍ୟାଣ ଓ ବିକାଶ ନୀତି, ସେବା ଓ ସୁଶାସନ ସ୍ଥାପନ କରିବାର ନିୟମ ଓ ମାନନୀୟ ପ୍ରଧାନମନ୍ତ୍ରୀଙ୍କ ଉନ୍ନତ ନେତୃତ୍ୱ ଉପେର ଜନତାଙ୍କ ବିଶ୍ୱାସର ବିଜୟ।
ମହିଳା ସଶକ୍ତିକରଣ, ଗରିବ କଲ୍ୟାଣ ଏବଂ ଯୁବବର୍ଗଙ୍କ ଉନ୍ନତି ପାଇଁ ଭାରତୀୟ ଜନତା ପାର୍ଟି ଜନସାଧାରଣଙ୍କ ମଧ୍ୟରେ ଆଗତ ହୋଇଥିବା ସଂକଳ୍ପରେ ମା, ଭଉଣୀ ଏବଂ ଯୁବକମାନେ ବିଶେଷ ବିଶ୍ୱାସ କରିଛନ୍ତି। ଆଜି ହାସଲ ହୋଇଥିବା ସଫଳତା ହେଉଛି ସେହି ଜନସାଧାରଣଙ୍କ ବିଶ୍ୱାସର ଫଳାଫଳ।
ସୂଚନାଯୋଗ୍ୟ, ନିକଟରେ ୫ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନ ମଧ୍ୟରୁ ୪ଟିର ଗଣତି ରବିବାର ହୋଇଛି। ଯେଉଁଥିର ଭାରତୀୟ ଜନତା ପାର୍ଟି(ଭାଜପା) ପୁଣିଥରେ ବିଜୟୀ ହୋଇଛି। ଏହି ବିଜୟକୁ ନେଇ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନି ଟୁଇଟ କରି ଏମିତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri