”NEET ପରୀକ୍ଷା ବିଭ୍ରାଟ ପାଇଁ ଆମେ ଦାୟୀ”: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୨୦।୬: ଦେଶରେ ଡାକ୍ତରୀ ଇଞ୍ଜିନିୟରିଂ ଓ ଫେଲୋଶିଫ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡିକରେ ନାମ ଲେଖାଇବା ପାଇଁ ପ୍ରବେଶିକା ଏନଇଇଟି ପରୀକ୍ଷାରେ ସୃଷ୍ଟି ହୋଇଥିବା ବିଭ୍ରାଟ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁବାର ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, “… ମୁଁ ସମସ୍ତଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ।”

”ଆମେ ପରୀକ୍ଷାର ସ୍ୱଚ୍ଛତା ଉପରେ ଆପୋଷ ବୁଝାମଣା କରିବୁ ନାହିଁ। ଏନଇଇଟି ପରୀକ୍ଷା ପରିପ୍ରେକ୍ଷୀରେ ଆମେ ବିହାର ସରକାରଙ୍କ ସହ ଯୋଗାଯୋଗରେ ଅଛୁ। ଆମକୁ କିଛି ସୂଚନା ମିଳିଛି ଏବଂ ପୋଲିସ ସେମାନଙ୍କର ବିସ୍ତୃତ ରିପୋର୍ଟ ଦାଖଲ କରିବ। ସରକାର ଏକ ଉଚ୍ଚ ସ୍ତରୀୟ କମିଟି ଗଠନ କରିବାକୁ ଯାଉଛନ୍ତି। ସେହି ଉଚ୍ଚ ସ୍ତରୀୟ କମିଟିରୁ NTA, ଏହାର ଗଠନ, କାର୍ଯ୍ୟକାରିତା, ପରୀକ୍ଷା ପ୍ରକ୍ରିୟା, ସ୍ୱଚ୍ଛତା ଏବଂ ତଥ୍ୟ ସୁରକ୍ଷା ପ୍ରୋଟୋକଲକୁ ଅଧିକ ସୁଦୃଢ କରିବ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ହଟଚମଟ: ଭାଜପା ଉପରେ ବଡ ଅଭିଯୋଗ ଲଗାଇଲେ ଡି.କେ. ଶିବକୁମାର

ବେଙ୍ଗାଲୁରୁ,୧୫।୩: ରାଜ୍ୟସଭା ନିର୍ବାଚନ ପୂର୍ବରୁ ଓଡ଼ିଶା କଂଗ୍ରେସ ଶିବିରରେ କମ୍ପନ। ବିଧାୟକଙ୍କୁ କିଣିବା ପାଇଁ ବଡ଼ ଧରଣର ପ୍ରୟାସ ହେଉଥିବା ଅଭିଯୋଗ ଆଣିଛନ୍ତି କର୍ଣ୍ଣାଟକ ଉପ-ମୁଖ୍ୟମନ୍ତ୍ରୀ ଡି.କେ.…

ତାମିଲନାଡୁ ରାଜନୀତିରେ ହଲଚଲ୍: ସୁପରଷ୍ଟାର ବିଜୟଙ୍କୁ ଡେପୁଟି ସିଏମ୍ ଅଫର୍!

ଚେନ୍ନାଇ,୧୫।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ଦକ୍ଷିଣ ଭାରତ ରାଜନୀତିରେ ଏକ ବଡ଼ ଧରଣର ସମୀକରଣ ଦେଖିବାକୁ ମିଳିଛି। ସୂତ୍ର ଅନୁସାରେ, ସୁପରଷ୍ଟାର ବିଜୟଙ୍କ ପାର୍ଟି ‘ଟିଭିକେ’…

ସେ ସ୍ବାମୀ ଚାହାଁନ୍ତି ନାହିଁ, ହେଲେ ତାଙ୍କ ଶୁକ୍ରାଣୁ ବ୍ୟବହାର କରି ଏକ ସନ୍ତାନ ଚାହାଁନ୍ତି – ଏହି ମାମଲା ଶୁଣି ବିସ୍ମିତ ହେଲେ ହାଇକୋର୍ଟ

ମୁମ୍ବାଇ,୧୫।୩: ମୁମ୍ବାଇର ଜଣେ ମହିଳାଙ୍କ ସହିତ ଜଡିତ ଏକ ଅନନ୍ୟ ଆଇନଗତ ବିବାଦ ଏବେ ଦିଲ୍ଲୀ ହାଇକୋର୍ଟରେ ପହଞ୍ଚିଛି। ୪୬ ବର୍ଷୀୟ ମହିଳା ତାଙ୍କ ସ୍ବାମୀଙ୍କଠାରୁ ଅଲଗା…

ଏହି ଦିନରୁ ମହଙ୍ଗା ହେବ FASTag ବାର୍ଷିକ ପାସ୍: ଜାଣନ୍ତୁ କେତେ ବଢ଼ିଲା ଦର

ନୂଆଦିଲ୍ଲୀ,୧୫।୩: ଜାତୀୟ ରାଜପଥରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ଯଦି ଆପଣ ନିଜ ଗାଡ଼ି ପାଇଁ FASTag ବାର୍ଷିକ ପାସ୍ ବ୍ୟବହାର କରୁଛନ୍ତି, ତେବେ…

ବାଜିଲା ନିର୍ବାଚନି ବିଗୁଲ, ୪ମେ’ରେ ହେବ ଭୋଟ ଗଣତି

ନୂଆଦିଲ୍ଲୀ,୧୫।୩: ନିର୍ବାଚନ କମିଶନ ଆଜି ପଶ୍ଚିମବଙ୍ଗ, ଆସାମ, ତାମିଲନାଡୁ, କେରଳ ଏବଂ ପୁଡୁଚେରୀ ପାଇଁ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି – ମାର୍ଚ୍ଚ ୧୫। ପଶ୍ଚିମବଙ୍ଗରେ ଭୋଟ…

ମଝି ପଡ଼ିଆରେ ସଲମାନ ଆଗାଙ୍କ ସହ ‘ଖେଳ’ ହୋଇଗଲା! ରନ-ଆଉଟକୁ ନେଇ ହାସ୍ୟାସ୍ପଦ ପୋଷ୍ଟ ଭାଇରାଲ

ରାଓ୍ବଲପିଣ୍ଡି,୧୫।୩: ବର୍ତ୍ତମାନ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିନିକିଆ ସିରିଜ ଖେଳାଯାଉଛି। ସିରିଜର ଦ୍ୱିତୀୟ ମ୍ୟାଚରେ, ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସଲମାନ ଅଲି…

ନିର୍ବାଚନ ପୂର୍ବରୁ ମମତାଙ୍କ ମାଷ୍ଟରଷ୍ଟ୍ରୋକ୍‌, କଲେ ବଡ଼ ଘୋଷଣା

କୋଲକାତା,୧୫।୩: ପଶ୍ଚିମବଙ୍ଗ ନିର୍ବାଚନ ତାରିଖ ଘୋଷଣା ହେବା ପୂର୍ବରୁ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ମାଷ୍ଟରଷ୍ଟ୍ରୋକ୍‌ ମାରିଛନ୍ତି। ରବିବାର ଏକ ଘୋଷଣା କରି, ସେ କହିଛନ୍ତି ଯେ…

ଏବେ ଘରେ ରଖିପାରିବେ କେତୋଟି ଗ୍ୟାସ ସିଲିଣ୍ଡର? ନିୟମ ନ ଜାଣି ଅଧିକ ରଖିଲେ ହେବ ଜେଲ!

ନୂଆଦିଲ୍‌ଲୀ,୧୫।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ଯୋଗାଣ ଶୃଙ୍ଖଳ ବାଧା ମଧ୍ୟରେ, ଦେଶରେ ଏଲପିଜିର ଉପଲବ୍ଧତା ନେଇ ସାଧାରଣ ଲୋକଙ୍କ ଚିନ୍ତା ବୃଦ୍ଧି ପାଉଛି। ଫଳସ୍ୱରୂପ, ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri