Posted inଜାତୀୟ

ଡୋଭାଲଙ୍କ ବୈଠକ ଉପରେ ଇରାନ ଦେଇଥିବା ବିବୃତି ହଟାଇଲା

ନୂଆଦିଲ୍ଲୀ,୯।୬: ପ୍ରଫେଟ ମହମ୍ମଦଙ୍କ ଉପରେ ଭାଜପା ସଦସ୍ୟଙ୍କ ବିବାଦୀୟ ବିବୃତିକୁ ନେଇ କୂଟନୈତିକ ବିବାଦ ଜାରି ରହିଛି। ଏଭଳି ସ୍ଥିତିରେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଅଜିତ ଡୋଭାଲଙ୍କ ସହ ଇରାନ ବହିର୍ବ୍ୟାପାର ମନ୍ତ୍ରୀଙ୍କ ବୈଠକକୁ ନେଇ ଉକ୍ତ ଦେଶ ପକ୍ଷରୁ ଜାରି ବିବୃତିକୁ ହଟାଇ ଦିଆଯାଇଛି। ପ୍ରଫେଟଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ବ୍ୟକ୍ତିଙ୍କୁ ଉପଯୁକ୍ତ ଶିକ୍ଷା ଦିଆଯିବ ବୋଲି ଡୋଭାଲ ଇରାନ ବହିର୍ବ୍ୟାପାର ମନ୍ତ୍ରୀ ହୋସେନ୍‌ ଅମିର-ଅବଦୋଲ୍ଲାହିଆନଙ୍କୁ କହିଥିବା ଉକ୍ତ ଦେଶ ପକ୍ଷରୁ ଏକ ବିବୃତିରେ କୁହାଯାଇଥିଲା। ଭାରତ ପକ୍ଷରୁ ଏହାକୁ ଖଣ୍ଡନ କରାଯିବା ପରେ ମନ୍ତ୍ରଣାଳୟ ଓ୍ବେବ୍‌ସାଇଟରୁ ଉକ୍ତ ବିବୃତିକୁ ହଟାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୟାନ ନ ଦେଇ ସହର ଛାଡ଼ିଲେ ମହୀଶୂର ଗଣବଳାତ୍କାର ପୀଡ଼ିତା

ଲକ୍ଷ୍ନୌ, ୩୦।୮: କର୍ନାଟକର ମହୀଶୂର ଉପକଣ୍ଠ ଚାମୁଣ୍ଡି ପାହାଡ଼ରେ ଗଣବଳାତ୍କାରର ଶିକାର ହୋଇଥିବା ପୀଡ଼ିତା ପୋଲିସ ଆଗରେ ବୟାନ ନ ଦେଇ ପରିବାର ସହ ସହର...

୨୦୪୭ ସୁଦ୍ଧା ଏକ ସ୍ବର୍ଣ୍ଣିମ ଭାରତ ଗଢିବାର ଅଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୧।୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ସଂସଦର ବଜେଟ୍‌ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଛି। ସଂସଦର ମିଳିତ ସଦନକୁ ସମ୍ବୋଧିତ କରି ରାଷ୍ଟ୍ରପତି କହିଛନ୍ତି, ଆମକୁ...

ନୀତୀଶଙ୍କ ରାଲିରେ ଜେଡିୟୁ ବିଧାୟକଙ୍କୁ ମସାଜ୍‌ କଲେ କର୍ମୀ: ଭିଡିଓ ଭାଇରାଲ

ପାଟନା,୨।୩: ବିହାର ବିଧାନସଭା ନିର୍ବାଚନ ପାଇଁ ଆରମ୍ଭ ହେଲାଣି ପ୍ରସ୍ତୁତି। ଏହାକୁ ଦେଖି ସବୁ ରାଜନୈତିକ ଦଳ ଅଣ୍ଟା ଭିଡିଲେଣି। ରବିବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...

ଓମିକ୍ରନ୍‌ ତାଣ୍ଡବ ଆରମ୍ଭ, ଆକ୍ରାନ୍ତଙ୍କ ସଂଖ୍ୟା ୨,୧୩୫…

ନୂଆଦିଲ୍ଲୀ, ୫।୧: ଦେଶରେ କରୋନା ମହାମାରୀର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଓମିକ୍ରନ୍‌ ସଂକ୍ରମଣ ଗ୍ରାଫ୍‌ ଉପର ମୁହାଁ ହେବାରେ ହୋଇଛି।...

ରହସ୍ୟଜନକ ଶବ୍ଦ: ଲୋକେ ଆତଙ୍କିତ

କୋଟ୍ଟାୟାମ୍‌,୩ା୬: କେରଳର କୋଟ୍ଟାୟାମ୍‌ ଜିଲା ଚେନ୍ନାପଡ୍ଡି ଗ୍ରାମରେ ଶୁକ୍ରବାର ସକାଳେ ଦୁଇଥର ରହସ୍ୟଜନକ ଭୂତଳ ଶବ୍ଦ ଶୁଣିବାକୁ ମିଳିଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଆତଙ୍କିତ...

କାର୍‌ ବୁକ୍‌ କରି ପରଟା ଖାଇବାକୁ ଯାଇଥିଲେ, ଘଟିଲା ଏମିତି କାଣ୍ଡ

ନୂଆଦିଲ୍ଲୀ,୩।୯:ଜଣେ କ୍ୟାବ ଡ୍ରାଇଭରଙ୍କଠାରୁ ଲୁଟ୍‌ ଅଭିଯୋଗରେ ଦିଲ୍ଲୀ ପୋଲିସ ଦୁଇ ନାବାଳକଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ପୋଲିସର ସୂଚନାନୁସାରେ, ସମସ୍ତ ଅଭିଯୁକ୍ତ ହରିୟାଣାର...

ପିଲା ପଢ଼ିବେନି ଗୁରୁତ୍ୱପୂର୍ଣ୍ଣ ପାଠ

ନୂଆଦିଲ୍ଲୀ,୯।୭(ପି.ଟି.): କେବଳ ପିଲାଙ୍କ ପାଠପଢ଼ା ନୁହେଁ, ରାଜନୀତିରେ ମଧ୍ୟ କୋଭିଡ୍‌ର ପ୍ରଭାବ ଅସମ୍ଭାଳ ହୋଇପଡ଼ିଛି। ଏହାର ଆଭାସ ମିଳିଛି କେନ୍ଦ୍ର ସରକାରଙ୍କ ଦ୍ୱାରା କେନ୍ଦ୍ରୀୟ ମାଧ୍ୟମିକ...

୪ ମାସରେ ୩ ମୁଖ୍ୟମନ୍ତ୍ରୀ

ଡେରାଡୁନ, ୪।୭: ଉତ୍ତରାଖଣ୍ଡ ୪ ମାସ ମଧ୍ୟରେ ତୃତୀୟ ମୁଖ୍ୟମନ୍ତ୍ରୀ ଦେଖିବାକୁ ଯାଉଛି। ଭାଜପା ବିଧାୟକ ପୁଷ୍କର ସିଂ ଧାମି ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ନିଯୁକ୍ତ...

Advertisement
Archives

Model This Week