Posted inଜାତୀୟ

୨୭ ସେପ୍ଟେମ୍ବରରେ ଚାଷୀ ସଂଗଠନର ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା…

ନୂଆଦିଲ୍ଲୀ,୨୬।୯: କେନ୍ଦ୍ର ସରକାରଙ୍କ ସଂଶୋଧିତ କୃଷି ଆଇନକୁ ବିରୋଧ କରି ଦେଶର ଚାଷୀ ସଂଗଠନଗୁଡ଼ିକ ପକ୍ଷରୁ ମିଳିତ ଭାବେ ଗତ ୧୦ ମାସ ହେଲା ଆନ୍ଦୋଳନ ଜାରି ରହିଛି। ଏହି ମର୍ମରେ ୨୭ ସେପ୍ଟେମ୍ବରରେ ସଂଗଠନ ପକ୍ଷରୁ ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଚାଷୀ ସଂଗଠନର ଏହି ଡାକରାକୁ ବିରୋଧୀ ଦଳଗୁଡ଼ିକ ମଧ୍ୟ ସମର୍ଥନ କରିଛନ୍ତି।

ସୋମବାର ସକାଳ ୬ଟାଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଭାରତ ବନ୍ଦ ରହିବ ବୋଲି ମିଳିତ ଚାଷୀ ସଂଗଠନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତେବେ ଏହି ସମୟରେ ହସ୍ପିଟାଲ, ଔଷଧ ଦୋକାନ, ଆମ୍ବୁଲାନ୍ସ୍‌ ସମେତ ସମସ୍ତ ମେଡ଼ିକାଲ ସେବା ପୂର୍ବପରି ଜାରି ରହିବ।

ସେହିପରି ପରୀକ୍ଷା ଅବା ସାକ୍ଷାତକାର ଦେବାକୁ ଯାଉଥିବା ଆଶାୟୀଙ୍କୁ ମଧ୍ୟ ଅଟକା ଯିବ ନାହିଁ ବୋଲି ଚାଷୀ ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାପକ ବିରୋଧ ପ୍ରଦର୍ଶନ ପରେ ନଇଁ ପଡ଼ିଛନ୍ତି ବିଜୟ ସରକାର

ଚେନ୍ନାଇ,୨୭।୯: ତାମିଲନାଡୁରେ, ଅଭିନେତାରୁ ରାଜନେତା ପାଲଟିଥିବା ବିଜୟ ଥାଲାପତିଙ୍କ ନେତୃତ୍ୱାଧୀନ TVK ସରକାର ଶେଷରେ ତୀବ୍ର ବିରୋଧର ସମ୍ମୁଖୀନ ହୋଇ ଏକ ବଡ଼ ନିଷ୍ପତ୍ତି ପ୍ରତ୍ୟାହାର କରିବାକୁ…

ମଦ ଦୋକାନକୁ ପଶି ଢକ ଢକ କରି ମଦ ପିଇଲା ମାଙ୍କଡ଼, ତାପରେ ନିଶାରେ…

ରାଞ୍ଚି,୨୭।୯: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି । ଓରମାଞ୍ଜି ବ୍ଲକ୍‌ ଛକସ୍ଥିତ ଏକ ମଦ ଦୋକାନରେ ହଠାତ୍‌ ଏକ ମାଙ୍କଡ ପଶି…

ବୈଠକ ପୂର୍ବରୁ CJP ନେତାଙ୍କୁ ଉଠାଇନେଲା ପୋଲିସ; ସରକାରଙ୍କ ଉପରେ ବର୍ଷିଲେ ଅଭିଜିତ୍ ଦୀପକେ, କହିଲେ…

ଗୁଆହାଟୀ,୨୭।୯: କକ୍ରୋଚ୍ ଜନତା ପାର୍ଟି (CJP)ର କୋ-ଫାଉଣ୍ଡର ଆଶୁତୋଷ ରାଙ୍କା ଏବଂ ତାଙ୍କ ଟିମ୍‌କୁ ଆସାମ ପୋଲିସ ଅଟକ ରଖିଥିବା ନେଇ ଆଶୁତୋଷ ନିଜେ ସୂଚନା ଦେଇଛନ୍ତି…

ପରିବେଶକୁ ସ୍ବଚ୍ଛ ରଖିବା ପାଇଁ ଆଗେଇ ଆସିଲେ ଯୁବବର୍ଗ, ଅଳିଆ ଆବର୍ଜନା ସଂଗ୍ରହ କରି…

କର୍ଲାମୁଣ୍ଡା,୨୭ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାରେ ଥିବା ରାଧାମାଧବ ଯୁବକ ସଂଘ, ଯୋରାଡବରା ତଥା ମେରା ଯୁବା ଭାରତ କଳାହାଣ୍ଡି ପକ୍ଷରୁ ‘ସେବା…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ନାବାଳକ, ଲୁହରେ ଭିଜୁଛି ଗାଁ

ଡେରାବିଶ,୨୭ା୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅନ୍ତର୍ଗତ ବିଲିଆ ଗ୍ରାମରେ ରବିବାର ସକାଳେ ଏକ ଅତ୍ୟନ୍ତ ଦୁଃଖଦ ଓ ହୃଦୟବିଦାରକ ଘଟଣା ଘଟିଯାଇଛି। ଗ୍ରାମର…

ଏଣିକି ୨୮ଦିନିଆ ନୁହେଁ ୩୦ଦିନ ରହିବ ରିଚାର୍ଜ ପ୍ଲାନ! ସରକାର ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍‌ଲୀ,୨୭।୯: ଦେଶର କୋଟି କୋଟି ମୋବାଇଲ ଉପଭୋକ୍ତାଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ଭାରତୀୟ ଟେଲିକମ ନିୟାମକ ପ୍ରାଧିକରଣ (TRAI) ନିୟମରେ ଏକ…

AIକୁ ନେଇ ବିଲ ଗେଟ୍ସଙ୍କ ଚେତାବନୀ, କହିଲେ ‘କୋଟି କୋଟି ଲୋକଙ୍କର ହେବ ମୃତ୍ୟୁ’, ଚିନ୍ତାରେ ସାରା ବିଶ୍ୱ!

ଓ୍ବାଶିଂଟନ,୨୭।୯: କୃତ୍ରିମ ବୁଦ୍ଧିମତ୍ତା (AI)ର ଦ୍ରୁତ ବୃଦ୍ଧି ପାଉଥିବା ଶକ୍ତି ଏବଂ ଏହାର ବିପଦପୂର୍ଣ୍ଣ ପରିଣାମ ସମ୍ପର୍କରେ ସାରା ବିଶ୍ୱରେ ପୁଣି ଥରେ ଏକ ବଡ଼ ବିତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?