Posted inଜାତୀୟ

ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲ କରିବେ ଦିଗବିଜୟ

ନୂଆଦିଲ୍ଲୀ,୨୯।୯: ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ପାଇଁ ଆସନ୍ତାକାଲି ଅର୍ଥାତ୍‌ ସେପ୍ଟେମ୍ବର ୩୦ରେ ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ସ୍ପଷ୍ଟ କରିଛନ୍ତି। ଆଜି ନାମାଙ୍କନ ଫର୍ମ ନେବାକୁ ଆସଥିବା ଅବସରରେ ଏହି କଥା କହିଛନ୍ତି। ଅନ୍ୟପକ୍ଷରେ, ସେପ୍ଟେମ୍ବର ୩୦ରେ ଦିନ ୧୨.୩୦ରେ ଅଧ୍ୟକ୍ଷ ପଦ ପାଇଁ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଶଶି ଥରୁର ପୂର୍ବରୁ ଘୋଷଣା କରିସାରିଛନ୍ତି।
ସୂଚନାଯୋଗ୍ୟ, ଗାନ୍ଧୀ ପରିବାରର ସମର୍ଥନରେ ଅଶୋକ ଗେହଲଟ ଅଧ୍ୟକ୍ଷ ନିର୍ବାଚନ ଲଢି ଜିତିବେ ବୋଲି ଆଶା କରାଯାଉଥିଲା। କିନ୍ତୁ ଗେହଲଟ କ୍ୟାମ୍ପ୍‌ର ୮୨ ଜଣ ବିଧାୟକ ସଚିନ ପାଇଲଟଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତି ବିରୋଧରେ ଇସ୍ତଫା ଦେଇଥିଲେ। ସେବେଠାରୁ ସବୁ ଓଲଟପାଲଟ ହୋଇଥିଲା। ଏହି କାର୍ଯ୍ୟକୁ ଗାନ୍ଧୀ ପରିବାର ପସନ୍ଦ କରିନାହିଁ। ଗେହଲଟଙ୍କଠାରୁ ଏପରି ଆଶା କରାଯାଉ ନ ଥିଲା ବୋଲି ଖୋଦ ସୋନିଆ ଗାନ୍ଧୀ କହିଥିଲେ।
ସୂଚନାଯୋଗ୍ୟ, ସେପ୍ଟେମ୍ବର ୩୦ରେ ନାମାଙ୍କନପତ୍ର ଦାଖଲ କରିବାର ଶେଷ ତାରିଖ ରହିଛି। ଏକରୁ ଅଧିକ ପ୍ରାର୍ଥୀ ହେଲେ ଅକ୍ଟୋବର ୧୭ରେ ମତଦାନ ହେବ ଏବଂ ଅକ୍ଟୋବର ୧୯ରେ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri