Posted inଜାତୀୟ

୧ ଲକ୍ଷ ଜରିମାନା ଦେବେ ତାମିଲ ସୁପରଷ୍ଟାର ବିଜୟ

ଚେନ୍ନାଇ,୧୩।୭: ତାମିଲ ଫିଲ୍ମ ସୁପରଷ୍ଟାର ବିଜୟ ୨୦୧୨ରେ ରୟାଲ ରୋଏସ କାର୍‌ ବିଦେଶରୁ ଆଣିଥିଲେ। ଏହା ବାବଦକୁ ସେ ଏପର୍ଯ୍ୟନ୍ତ ଟ୍ୟାକ୍ସ ଦେଇନାହାନ୍ତି। ଏହି ମାମଲାର ଶୁଣାଣି କରି ମାଦ୍ରାସ ହାଇକୋର୍ଟ ଦୁଇ ସପ୍ତାହ ମଧ୍ୟରେ ସମସ୍ତ ଟ୍ୟାକ୍ସ ପୈଠ କରିବାକୁ ବିଜୟଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହିତ ଫିଲ୍ମ ଷ୍ଟାରଙ୍କ ଉପରେ ଅତିରିକ୍ତ ୧ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି। ଜରିମାନା ଅର୍ଥରାଶି ଦୁଇ ସପ୍ତାହ ମଧ୍ୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌-୧୯ ରିଲିଫ୍‌ ପାଣ୍ଠିରେ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜଷ୍ଟିସ ଏସ୍‌ ଏମ୍‌ ସୁବ୍ରମଣିୟମ।

ସମୟରେ ଟଙ୍କା ପୈଠ ନ କଲେ ଗୃହ ବିଭାଗ (ପରିବହନ), ଚେନ୍ନାଇ ଆସେସମେଣ୍ଟ ସର୍କଲର ଆସିଷ୍ଟାଣ୍ଟ କମିଶନର (ବାଣିଜ୍ୟ କର), ଉଭୟ ଆଞ୍ଚଳିକ ପରିବହନ ଅଫିସର ଓ ଦକ୍ଷିଣ ଚେନ୍ନାଇର ମୋଟର ଭେଇକିଲ ଇନ୍ସେପକ୍ଟର କାର୍ଯ୍ୟାନୁଷ୍ଠାନ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ପଣ୍ଡିତ ଯଶରାଜଙ୍କ ନାଁରେ କ୍ଷୁଦ୍ର ଗ୍ରହ

ନୂଆଦିଲ୍ଲୀ,୩୦ା୯ :ମଙ୍ଗଳ ଓ ବୃହସ୍ପତି ମଧ୍ୟରେ ଥିବା ଏକ କ୍ଷୁଦ୍ର ଗ୍ରହକୁ ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତକାର ପଣ୍ଡିତ ଯଶରାଜଙ୍କ ନାଁରେ ନାମିତ କରାଯାଇଛି। ଅନ୍ତର୍ଜାତୀୟ ମହାକାଶ...

ଶିକ୍ଷାଦାନରେ ଲିଙ୍ଗଗତ ତାରତମ୍ୟ: ପ୍ରାଇମେରୀରେ ମହିଳା ଆଗୁଆ-କଲେଜରେ ପଛୁଆ

ନୂଆଦିଲ୍ଲୀ, ୫।୯: ଦେଶରେ ଶିକ୍ଷାଦାନ କ୍ଷେତ୍ରରେ ଲିଙ୍ଗଗତ ତାରତମ୍ୟ ପରିଲକ୍ଷିତ ହେଉଛି। ପ୍ରାଇମେରୀ ଶିକ୍ଷାଦାନ କ୍ଷେତ୍ରରେ ୧୦୦ ଜଣ ପୁରୁଷଙ୍କ ତୁଳନାରେ ମହିଳାଙ୍କ ସଂଖ୍ୟା ୧୮୩...

ଅଧ୍ୟକ୍ଷ ପଦ ଛାଡ଼ିବେ ରାହୁଲ

ନୂଆଦିଲ୍ଲୀ,୨୮ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳର ଶୋଚନୀୟ ପରାଜୟ ପରେ ଅଧ୍ୟକ୍ଷ ପଦରେ ରହିବାକୁ ଚାହୁଁନାହାନ୍ତି ରାହୁଲ ଗାନ୍ଧୀ। ସେ ଇସ୍ତଫା ଦେବା ଲାଗି...

ନଦୀକୁ ଖସିଲା ଯାତ୍ରୀବାହୀ ବସ, ୭ ମୃତ…

ରାଞ୍ଚି, ୧୭।୯ : ଝାଡଖଣ୍ଡର ହଜରିବାଗ ଜିଲାର ଟାଟିଜରିଆ ପୋଲିସ ଷ୍ଟେଶନ ଅନ୍ତର୍ଗତ ଥିବା ସଓ୍ବୋନେ ନଦୀ ବ୍ରିଜରୁ ଏକ ଯାତ୍ରୀବାହୀ ବସ ଖସିପଡିଛି। ଏହି...

ଏଆଇଏଡିଏମ୍‌କେରେ ବିଦ୍ରୋହ

ଚେନ୍ନାଇ, ୧୨ା୭: ତାମିଲନାଡ଼ୁର ମୁଖ୍ୟ ବିରୋଧୀ ଦଳ ଅଲ୍‌ ଇଣ୍ଡିଆ ଆନ୍ନା ଦ୍ରାବିଡ଼ ମୁନ୍ନେତ୍ରା କାଜାଗମ୍‌ (ଏଆଇଏଡିଏମ୍‌କେ)ରେ ଥିବା ଅନ୍ତଃକନ୍ଦଳ ଖୋଲାଖୋଲି ସାମ୍‌ନାକୁ ଆସିଛି। ଦଳର...

ଜାଣନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପତ୍ତି କେତେ…

ନୂଆଦିଲ୍ଲୀ,୯।୮: ମୋଟ ୨.୨୩ କୋଟି ସମ୍ପତ୍ତିର ମାଲିକ ହେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଶେଷକରି ବ୍ୟାଙ୍କରେ ଜମା ଆକାରରେ ଏହି ଟଙ୍କା ରହିଛି। ତେବେ ଏନେଇ...

ଦଳ ଭିତରେ ମତଭେଦ ଶକ୍ତି ପରୀକ୍ଷାର ଆଧାର ହୋଇ ନ ପାରେ: ଶିବସେନା ବନାମ ଶିବସେନା ମାମଲାରେ ରାଜ୍ୟପାଳଙ୍କୁ କହିଲେ ସିଜେଆଇ…

ନୂଆଦିଲ୍ଲୀ,୧୫।୩ : ଶିବସେନା ବନାମ ଶିବସେନା ମାମଲାରେ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ ଚନ୍ଦ୍ରଚୂଡ ମହାରାଷ୍ଟ୍ରର ରାଜ୍ୟପାଳଙ୍କୁ କହିଛନ୍ତି ଦଳ ଭିତରେ ମତଭେଦ ଶକ୍ତି...

ଗିରଫ ହେଲେ ଧନ କୁବେର ପିୟୁଷ ଜୈନ, ଘରୁ ମିଳିଛି ୨୫୭କୋଟି ଟଙ୍କା ସହ ଦାମୀ ଗହଣା

କାନପୁର,୨୭ ।୧୨: ଶେଷରେ ଗିରଫ ହେଲେ ଧନ କୁବେର ଅତର ବ୍ୟବସାୟୀ ପିୟୁଷ ଜୈନ । ଜିଏସ୍‌ଟି ଇଣ୍ଟଲିଜେନ୍ସ ବ୍ୟବସାୟୀଙ୍କୁ କନ୍ନୌଜରୁ ଗିରଫ କରିଛି ।...

Advertisement
Archives

Model This Week