୧୧ରେ ହୀରାକୁଦ ଛାଡିବ ବନ୍ୟାଜଳ

ସମ୍ବଲପୁର,୮ା୭(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଜୁଲାଇ ୧୧ ତାରିଖରେ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ଏ ନେଇ ଡ୍ୟାମ୍‌ କର୍ତ୍ତୃପକ୍ଷ ଗୁରୁବାର ସୂଚନା ଦେଇଛନ୍ତି।

ଏ ସମ୍ପର୍କରେ ସମ୍ବଲପୁର ସମେତ ସୋନପୁର, କଟକ, ବୌଦ୍ଧ, ଖୋର୍ଦ୍ଧା, ଫୁଲବାଣୀ, ଅନୁଗୋଳ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଓ ପୁରୀ ଜିଲାପାଳଙ୍କୁ ଅବଗତ କରାଯାଇଛି। ପୂର୍ବାହ୍ନ ୧୧ଟାରେ ଗେଟ୍‌ ଖୋଲାଯିବାକୁ ସମୟ ନିର୍ଦ୍ଧାରଣ ହୋଇଛି। ଏନେଇ ହୀରାକୁଦ ଡ୍ୟାମ ତଳମୁଣ୍ଡରେ ବାସ କରୁଥିବା ଲୋକମାନଙ୍କୁ ସତର୍କ ରହିବାକୁ କୁହାଯାଇଛି। ଏଥିଯୋଗୁ ମହାନଦୀ ଓ ଶାଖା ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇବ। କୌଣସି ଅଘଟଣ ଘଟିଲେ ଡ୍ୟାମ୍‌ କର୍ତ୍ତୃପକ୍ଷ ଦାୟୀ ରହିବେ ନାହିଁ ବୋଲି ସୂଚନା ଜାରି କରାଯାଇଛି। ମିଳିଥିବା ରିପୋର୍ଟ ଅନୁସାରେ ବୁଧବାର ଡ୍ୟାମ୍‌ରେ ଜଳସ୍ତର ୬୦୭.୭୫ ଫୁଟ୍‌ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri