୨୨ରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ):ରାଜ୍ୟରେ ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ପାଇଁ ସୋମବାର ଆଉଏକ ତାଲିକା ପ୍ରକାଶ ପାଇଛି। ଯୁକ୍ତ୩ ପ୍ରଥମ ବର୍ଷ ଶ୍ରେଣୀରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ପର୍ଯ୍ୟନ୍ତ ନାମ ଲେଖାଇପାରିବେ। ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ୨୨ତାରିଖ ଅପରାହ୍ନ ୨ଟାରେ ପ୍ରକାଶ ପାଇବ। ୨୨ରୁ ୨୯ତାରିଖ ସନ୍ଧ୍ୟା ୫ଟା ମଧ୍ୟରେ ଫି’ ଦାଖଲ କରିବେ। ୨୭ରୁ ନଭେମ୍ବର ୩ ସନ୍ଧ୍ୟା ୫ଟା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ନାମ ଲେଖାଇବେ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୋମବାର ରାଜ୍ୟର ସମସ୍ତ କଲେଜର ଅଧ୍ୟକ୍ଷକଙ୍କୁ ଚିଠି ଲେଖି ଜଣାଇ ଦିଆଯାଇଛି। ସୂଚନାଯୋଗ୍ୟ, କରୋନା ପାଇଁ ନାମଲେଖା ଅବଧି ଘୁଞ୍ଚା ଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଦିନ ବନ୍ଦ ରହିବ ଏମ୍‌ସ ଓପିଡି

ଭୁବନେଶ୍ୱର,୧୩।୪(ବ୍ୟୁରୋ) : ଭୁବନେଶ୍ୱର ଏମ୍‌ସର ଓପିଡି ଆସନ୍ତା ୧୪ ଓ ୧୫ ଦୁଇଦିନ ଧରି ବନ୍ଦ ରହିବ। ମହାବୀର ଜୟନ୍ତୀ ଓ ଗୁଡ୍‌ ଫ୍ରାଇଡେ ପଡୁଥିବାରୁ...

ବିଜେଡି ବିଧାୟକ ଦଳ ବୈଠକରେ ବଦଳିଲା ସ୍ବର : ତୁଣ୍ଡରେ କେନ୍ଦ୍ର ଅବହେଳାର ଶବ୍ଦ ନାହିଁ

ଭୁବନେଶ୍ୱର,୨୪ା୬(ବ୍ୟୁରୋ) : ସମୟ ବଦଳିବା ସହ ରାଜନୀତିରେ ସ୍ବର ବଦଳିଥାଏ। ବଦଳୁଥିବା ସ୍ବର ନୂଆ ରଣନୀତିର ରୂପ ନିଏ। ସାମ୍ପ୍ରତିକ ପରିସ୍ଥିତିରେ ରାଜ୍ୟ ରାଜନୀତିରେ ସେପରି...

ନୂଆ ମୋଟର ଯାନ ଆଇନ ଲାଗୁ ପରେ ବଢୁଛି ଜାଲିଆତି

ଭୁବନେଶ୍ୱର,୯ା୯(ବ୍ୟୁରୋ) : ନୂଆ ମୋଟର ଯାନ ଆଇନ-୨୦୧୯ ସେପ୍ଟେମ୍ବର ପହିଲାରୁ ଲାଗୁହେବା ପରେ ପୋଲିସ୍‌ ଏବଂ ଆରଟିଓ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯାଉଛି। ଯେଉଁମାନଙ୍କର ଡ୍ରାଇଭିଂ...

ଦାୟିତ୍ୱ ଦେଲେ ନବୀନ: ବିଜେଡି ୪୫ ସମ୍ପାଦକ ନିଯୁକ୍ତ

ଭୁବନେଶ୍ୱର,୨୦ା୮(ବ୍ୟୁରୋ)-ବିଜୁ ଜନତା ଦଳର ସାଙ୍ଗଠନିକ ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୪୫ ଜଣଙ୍କୁ ଦଳର ସମ୍ପାଦକ ଓ ୪୧ ଜଣଙ୍କୁ...

ମଟନ ପାଇଁ ଆସି ଔଷଧ ନେବା ଆଳ

ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି।...

ନାଗେଶ୍ୱର ଟାଙ୍ଗୀରୁ ହଟିଲାନି ଗଛ

ପୁରୁଣା ଭୁବନେଶ୍ୱର,୨୦ା୨(ଡି.ଏନ.ଏ.): ଫନୀ ବାତ୍ୟାକୁ ୧୦ ମାସ ବିତିଗଲାଣି। ହେଲେ ସ୍ମାର୍ଟସିଟିର ନାଗେଶ୍ୱର ଟାଙ୍ଗୀରେ ଅଦ୍ୟାବଧି ଏକ ପୁରୁଣା ବରଗଛ ନ କଟା ଯିବାରୁ ରାସ୍ତା...

ଡ୍ରାଇଭରଙ୍କ ମୃତଦେହ ମିଳିବା ଘଟଣା: ହତ୍ୟା ମାମଲା ରୁଜୁକଲା ପୋଲିସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଶ୍ରୀବିହାରସ୍ଥିତ ଏକ ଆପାର୍ଟମେଣ୍ଟ ନିକଟ ପାଚେରୀ କଡ଼ରୁ ସନ୍ଦେହଜନକ ଅବସ୍ଥାରେ ଜଣେ କାର୍‌ ଡ୍ରାଇଭରଙ୍କ ମୃତଦେହକୁ ପୋଲିସ ସୋମବାର ଉଦ୍ଧାର...

ଏସ୍‌ସିବିରେ କାର୍ଯ୍ୟକ୍ଷମ ହେବ ପ୍ରସ୍ତାବିତ କୋଭିଡ୍‌ ହସ୍ପିଟାଲ

କଟକ ଅଫିସ,୨ା୯:ଏସ୍‌ସିବି ଆଇସୋଲେଶନ ୱାର୍ଡରେ ବର୍ତ୍ତମାନ କ୍ଷମତାଠାରୁ ଅଧିକ ସଂଖ୍ୟକ କରୋନା ଆକ୍ରାନ୍ତ ଓ ସନ୍ଦିଗ୍ଧଙ୍କ ଚିକିତ୍ସା କରାଯାଉଛି। ଏଥିଯୋଗୁ ରୋଗୀ ସେବା ପ୍ରଭାବିତ ହେବା...

Advertisement
Archives

Model This Week