୨୮ରେ ସକାଳ ୮ରୁ ଦିନ ୧ଟା ପର୍ଯ୍ୟଟକଙ୍କୁ ଧଉଳି ମନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଶାନ୍ତିସ୍ତୂପ ଧଉଳିର ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୮ତାରିଖରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରାଯିବ। ଏହି ଅବସରରେ ଦେଶ ବିଦେଶରୁ ବହୁ ବୌଦ୍ଧ ଭିକ୍ଷୁ, ସାଧୁ ସନ୍ଥ ଏବଂ ଅନ୍ୟ ନିମନ୍ତ୍ରିତ ଅତିଥିମାନେ ଯୋଗଦେଇ ଶାନ୍ତିସ୍ତୂପର ମୁଖ୍ୟ ଦର୍ଶନ ପୀଠ ସମ୍ମୁଖ ମଣ୍ଡପଠାରେ ଆୟୋଜିତ ପୂଜା ଉତ୍ସବରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାକୁ ଦୃଷ୍ଟିର ରଖି ସେହିଦିନ ସକାଳ ୮ରୁ ଦିନ ୧ଟା ପର୍ଯ୍ୟନ୍ତ ଧଉଳି ଶାନ୍ତିସ୍ତୂପ ପର୍ଯ୍ୟଟକ ତଥା ସର୍ବସାଧାରଣଙ୍କ ନିମନ୍ତେ ଦର୍ଶନ ବନ୍ଦ ରହିବ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ପୋଲିସ୍‌ ପ୍ରଶାସନ ତରଫରୁ ଆବଶ୍ୟକ ଟ୍ରାଫିକ୍‌ କଟକଣା ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri