୨ୟ ଦିନରେ ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆଇଟି ଚଢାଉ

ଭୁବନେଶ୍ୱର,୧୮।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଆଜି ବି ଚଢାଉ କରାଯାଇଛି। ସମ୍ବଲପୁର ସ୍ଥିତ ଘର ଓ ଅଫିସ ଏବଂ ବ୍ରଜ ଦାସଙ୍କ ସମ୍ପର୍କରେ ଥିବା ୭ ଠିକାଦାରଙ୍କ ଘରେ ବି ରେଡ୍‌ ଜାରି ରହିଛି। କାଲି ୪୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଆୟକର ବିଭାଗ।

ଶୁକ୍ରବାର ସକାଳୁ ବ୍ରଜ ଦାସଙ୍କ ଘରେ ଆଇଟି ରେଡ୍‌ କରାଯାଇଥିବା ବେଳେ ଶନିବାର ସକାଳୁ ମଧ୍ୟ ଆଉ ଥରେ ଚଢାଉ କରାଯାଇଛି। ଆୟକର ଫାଙ୍କିବା ଅଭିଯୋଗରେ ଏହି ଚଢାଉ କରାଯାଉଥିବା ସୂଚନା ମିଳିଛି। ବ୍ରଜ କେବେଠୁ ଆୟକର ଟ୍ୟାକ୍ସ ଦେଉ ନ ଥିଲେ , ତାଙ୍କ ଉପରେ ବକେୟା ଟିକସ ରହିଛି। ୪ ବର୍ଷ ପୂର୍ବରୁ ମଧ୍ୟ ବ୍ରଜଙ୍କ ଘରେ ଆଇଟି ରେଡ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଘଟଣା: ପ୍ରଧାନ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ

ଭବାନୀପାଟଣା, ୫ା୨(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ପରମାନନ୍ଦପୁରସ୍ଥିତ ରେଡ୍‌କ୍ରସ ଅନ୍ଧ, ମୂକ, ବଧିର ବିଦ୍ୟାଳୟର ଜଣେ କର୍ମଚାରୀଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିଥିଲା। ଏ…

ଯଖପୁରା ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ, ମୃତାହତ…

ଯାଜପୁର,୫।୨: ଯାଜପୁର ରୋଡ୍ ଷ୍ଟେଶନ ନିକଟରେ ଚେନ୍ନାଇ ସେଣ୍ଟ୍ରାଲ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ । ଯଖପୁରା ଷ୍ଟେଶନ ନିକଟରେ ଟ୍ରାକରୁ ଖସିଛି ୩ଟି ବଗି । ଆରମ୍ଭରୁ ଦୁଇଟି…

ଜଙ୍ଗଲ କିସମ ଜମି ଧାନ ଫସଲ ଜବତ ଘଟଣା: ନିଲାମ ବିରୋଧରେ ହାଇକୋର୍ଟଙ୍କ ରୋକ

ମହାକାଳପଡ଼ା,୫ା୨ (ପ୍ରତାପ ଚନ୍ଦ୍ର ସ୍ବାଇଁ)::କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ମୌଜା ୨୪ ଏକର ଗ୍ରାମ୍ୟ ଜଙ୍ଗଲ ଜମିରେ ସ୍ଥାନୀୟ ଅଞ୍ଚଳର ୨୦ରୁ ଅଧିକ ଚାଷୀ ଭାଗ…

ମିଳିନି ୪ମାସର ଭତ୍ତା, ଜିଲାପାଳଙ୍କୁ ଭେଟିଲେ ବୃଦ୍ଧାବୃଦ୍ଧ

ନୟାଗଡ଼,୫।୨(ଲୋକନାଥ ମିଶ୍ର): ୪ମାସ ଧରି ଭତ୍ତା ନ ପାଇବାରୁ ନୟାଗଡ଼ ବ୍ଲକ ବାଲୁଗଁା ଓ ଲାଠିପଡା ଗ୍ରାମର ବୃଦ୍ଧାବୃଦ୍ଧ ବୁଧବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ।…

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri