ପଞ୍ଚମ ଦିନରେ ଆୟକର ଚଢ଼ାଉ: ୧୨୦ ବ୍ୟାଗ୍‌ରୁ ବାହାରିଲାଣି ୧୬୫ କୋଟି

ବଲାଙ୍ଗୀର ୧୦।୧୨: ବଲାଙ୍ଗୀର ସୁଦପଡା ମଦଭାଟିରେ ରବିବାର ଆୟକର ବିଭାଗର ଚଢ଼ାଉ ପଞ୍ଚମ ଦିନରେ ପହଞ୍ଚିଛି। ୫୦ଟି ମେଶିନରେ ଟଙ୍କା ଗଣତି ଜାରି ରହିଛି। ଏପର୍ଯ୍ୟନ୍ତ ୧୨୫ଟି ବ୍ୟାଗରୁ ୧୬୫ କୋଟି ଗଣତି ହୋଇସାରିଥିବା ଜଣାପଡିଛି। ଟଙ୍କା ଗଣତି କରିବାକୁ ୫୦ ବ୍ୟାଙ୍କ କର୍ମଚାରୀ ନିୟୋଜିତ ହୋଇଛନ୍ତି।
ରବିବାର ବଲାଙ୍ଗୀର ସୁଦପଡା ମଦଭାଟିରେ ଚଢାଉ ଜାରି ରହିଛି । ସୁଦପଡା ମଦଭାଟି ମ୍ୟାନେଜର ବଣ୍ଟି ସାହୁ ଓ ତିଓ୍ବାରୀ ବାବୁଙ୍କୁ ମଧ୍ୟ ବ୍ୟାଙ୍କରୁ ଅଜ୍ଞାତ ସ୍ଥାନକୁ ନେଇଛନ୍ତି ଆୟକର ବିଭାଗ । ଏତେ ଟଙ୍କା କେଉଁଠୁ ଆସିଲା କଣ ପାଇଁ ରଖାଯାଇଥିଲା ଆୟକର ବିଭାଗ ଖୋଲ ତାଡ଼ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

୨୦୩୦ ପର୍ଯ୍ୟନ୍ତ କୌଣସି ଲାଇଭ୍ ଶୋ’ କରିବେନି ଜାକିର ଖାନ; ଏଥିପାଇଁ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୧।୧: ଦେଶର ଲୋକପ୍ରିୟ ଷ୍ଟାଣ୍ଡ-ଅପ୍ କମେଡିଆନ୍ ଜାକିର ଖାନ ନିଜ ପ୍ରଶଂସକଙ୍କୁ ଏକ ବଡ଼ ଝଟକା ଦେଇଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଏବଂ ବ୍ୟକ୍ତିଗତ କାରଣ ପାଇଁ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ପ୍ରେମ ବିବାହ ପରେ ପରପୁରୁଷ ସହ ସ୍ତ୍ରୀକୁ ଦେଖିଲେ ସ୍ୱାମୀ, ଗଳା ଟିପି କଲେ ହତ୍ୟା

ନୂଆଦିଲ୍ଲୀ,୨୧ା୧: ଉତ୍ତରପ୍ରଦେଶର କାନପୁର ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ଚାରି ମାସ ପରେ ଜଣେ ଯୁବକ ନିଜ ସ୍ତ୍ରୀକୁ ଅନ୍ୟ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri