ପ୍ରଥମ ଦିନରେ ଟିକା ନେଲେ ୧୨୮୪ ଗର୍ଭବତୀ

ଭୁବନେଶ୍ୱର,୧୭ା୭ (ବ୍ୟୁରୋ): ରାଜ୍ୟରେ ଶୁକ୍ରବାରଠାରୁ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହୋଇଛି। ପ୍ରଥମ ଦିନରେ ୧୨ଶହ ୮୪ଜଣ ଗର୍ଭବତୀଙ୍କୁ କୋଭିଡ୍‌ ଟିକା ଦିଆଯାଇଛି। ଟିକା ନେବା ପାଇଁ କିପରି ସହଜରେ ପଞ୍ଜୀକରଣ କରିପାରିବେ ସେଥିପାଇଁ କୋଓ୍ବିନ୍‌ ପୋର୍ଟାଲରେ ସ୍ବତନ୍ତ୍ର ଫିଚର୍‌ ବ୍ୟବସ୍ଥା କରାଯାଇଛି। ସେହିପରି ଗର୍ଭବତୀଙ୍କୁ ଯେପରି ଧାଡିରେ ଠିଆ ହେବାକୁ ନ ପଡେ କିମ୍ବା ଅନ୍ୟାନ୍ୟ ସମସ୍ୟା ନ ହୁଏ ସେଥିପାଇଁ ସମସ୍ତ ଟିକା କେନ୍ଦ୍ରରେ ସ୍ବତନ୍ତ୍ର ବ୍ୟବସ୍ଥା ମଧ୍ୟ କରାଯାଇଛି।
ସୂଚନାଯୋଗ୍ୟ, ଗର୍ଭବତୀମାନେ ଟିକା ନେଲେ ନିଜ ସହିତ ସନ୍ତାନମାନେ ମଧ୍ୟ କରୋନାରୁ ସୁରକ୍ଷିତ ରହିପାରିବେ। ତେଣୁ ଆଇସିଏମ୍‌ଆର ପକ୍ଷରୁ ଅନୁମତି ମିଳିବା ପରେ ଗର୍ଭବତୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ସାଢେ ୪ଲକ୍ଷ ଗର୍ଭବତୀଙ୍କୁ ଟିକାକରଣ ପାଇଁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri