ପ୍ରଥମ ଦିନରେ ୩୪୭୭ଙ୍କୁ ଟିକା

ଅନୁଗୋଳ ଅଫିସ,୪ ।୨ ଅନୁଗୋଳ ଜିଲାରେ ସୋମବାରଠାରୁ ୧୫ରୁ ୧୮ ବର୍ଷର ପିଲାଙ୍କ ଟିକାକରଣ ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ମୋଟ୍‌ ୨୪ଟି ଟିକାକରଣ କେନ୍ଦ୍ର କରାଯାଇଥିବାବେଳେ ପ୍ରଥମ ଦିନରେ ୩୪୭୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି। ପୂର୍ବ ପ୍ରସ୍ତୁତି ଅନୁଯାୟୀ ସକାଳ ୮ରୁ ଅପରାହ୍ନ ୧ଟା ଯାଏ ଟିକାକରଣ ଚାଲିଥିଲା। ପୂର୍ବରୁ ପଞ୍ଜୀକରଣ କରିଥିବା ଛାତ୍ରୀଛାତ୍ରମାନେ ନିର୍ଦ୍ଧାରିତ ସମୟରେ ଡାକ୍ତରଖାନାରେ ପହଞ୍ଚିଥିଲେ। ଏହି କାର୍ଯ୍ୟର ତଦାରଖ ପାଇଁ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବାରୁ ଟିକାକରଣ କାର୍ଯ୍ୟ ସୁରୁଖୁରୁରେ ଚାଲିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ, ଭିଜିଲାନ୍ସ ଜାଲରେ କୋଟିପତି ଶିକ୍ଷକ

ରାୟଗଡ଼ା ଅଫିସ,୨୯ା୧: ରାୟଗଡ଼ା ବିଇଓ ଅଫିସରେ କାର୍ଯ୍ୟରତ ଶିକ୍ଷକ ଶିଶିର ସେମେଳି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ତାଙ୍କଠାରୁ ସାଢ଼େ ୪ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି...

ଆହୁରି ୩ ଦିନ ବର୍ଷା

ଭୁବନେଶ୍ବର,୨୪।୬: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା...

ବିଶୃଙ୍ଖଳିତଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୧୭ ତାରିଖ ଯାଏ ଲକ୍‌ଡାଉନରେ ରହିବାକୁ ଘୋଷଣା କରିଛନ୍ତି।...

ଚାହିଦା ଅଧିକ, ମିଳୁନି ମୂଲ୍ୟ

କେନ୍ଦୁଝର, ୪।୧୨(ସ୍ବ.ପ୍ର.)- କନ୍ଦମୂଳ। ଯେମିତି ମିଠା ସେମିତି ସୁସ୍ବାଦୁ। କେନ୍ଦୁଝର ଜିଲାରେ ଅମଳ ହେଉଥିବା କନ୍ଦମୂଳର ସ୍ବତନ୍ତ୍ର ଚାହିଦା ରହିଛି। ଏହା ସ୍ଥାନୀୟ ଆଦିବାସୀଙ୍କ ପ୍ରିୟ...

ଡକାୟତ ଗ୍ୟାଙ୍ଗ୍‌ର ୭ ଗିରଫ

ଅନୁଗୋଳ ଅଫିସ/ ଛେଣ୍ଡିପଦା,୧୨।୧ – ଅନୁଗୋଳ ଜିଲାକୁ ଡକାୟତି ପାଇଁ ଆସୁଥିବା ଏକ ଗ୍ୟାଙ୍ଗର ୭ ଜଣଙ୍କୁ ଅନୁଗୋଳ ସ୍ପେଶାଲ୍‌ ସ୍କ୍ବାଡ୍‌ ସୋମବାର ବିଳମ୍ବିତ ରାତିରେ...

ଗୋରେଖନାଥ ପୀଠ: ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥା ବନ୍ଦ

ରଘୁନାଥପୁର,୨। ୧ (ଡି.ଏନ.ଏ.)- ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠରେ ନୂଆବର୍ଷ ସନ୍ଧ୍ୟାରୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ପ୍ରସାଦ ସେବନ ବ୍ୟବସ୍ଥାକୁ ବନ୍ଦ...

ନବୀନ ଅପରାଜେୟ: ଦାମ

ଭୁବନେଶ୍ୱର,୨୭ା୧୦(ବ୍ୟୁରୋ): ବରିଷ୍ଠ ନେତା ଦାମୋଦର ରାଉତ ନିୟମିତ ବ୍ୟବଧାନରେ ନିଜ ମନ୍ତବ୍ୟ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ଭାଜପାରୁ ଇସ୍ତଫା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ‘ବନ୍ଦେ ଉତ୍କଳ ଜନନୀ’

ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ସ୍କୁଲ ପାଠ୍ୟକ୍ରମରେ ସ୍ଥାନ ପାଇବ ବନ୍ଦେ ଉତ୍କଳ ଜନନୀ। ସାଢ଼େ ୪ କୋଟି ଓଡ଼ିଆଙ୍କ ହୃଦୟର ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଏଣିକି ମାଧ୍ୟମିକ...

Advertisement
Archives

Model This Week