ପ୍ରଥମ ଦିନରେ ୮୭୭୨ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୭।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଆସନ୍ତା ଫେବୃୟାରୀ ୧୬ରେ ହେବ। ଏ ନେଇ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି। ସୋମବାର ନାମାଙ୍କନ ପତ୍ର ଦାଖଲ କରାଯିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ତେବେ ପ୍ରଥମ ଦିନରେ ୮୭୭୨ ଜଣ ପାର୍ଥୀ ନିଜ ନାମାଙ୍କନପତ୍ର ଦାଖଲ କରିଥିବା ଜଣାପଡିଛି। ଜିଲା ପରିଷଦ ପାଇଁ ମୋଟ୍‌ ୨୨ ଜଣଙ୍କ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ସମିତି ସଭ୍ୟ ପାଇଁ ୫୧୨, ସରପଞ୍ଚଙ୍କ ପାଇଁ ୧୧୨୨ ଏବଂ ଓ୍ବାର୍ଡ ମେମ୍ବର ପାଇଁ ୭୧୧୬ଟି ନାମାଙ୍କନ ଦାଖଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପାଇଁ ଜିଦ୍‌, ସମ୍ପତ୍ତିରେ ଭାଗ ମାଗିବା ହୋଇଥିଲା କାଳ: ହମିରପୁର ଜଙ୍ଗଲରେ ମା’ଝିଅଙ୍କୁ ହତ୍ୟା ପରେ ଗାଡ଼ି ଚଢ଼ାଇଥିଲେ ଅନୁପ ସାଏ

ଝାରସୁଗୁଡ଼ା ଅଫିସ,୧୪।୨-ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଅନୁପ ସାଏ ଗିରଫ ହେବା ପରେ ପୋଲିସ ଆଗରେ ମୁହଁ ଖୋଲିଛନ୍ତି। ଗୁରୁବାର ଦିନ ତମାମ...

ନିମ୍ନମାନର ମଧ୍ୟାହ୍ନଭୋଜନ: ଖାଉନାହାନ୍ତି ଛାତ୍ରୀ

କବିସୂର୍ଯ୍ୟନଗର,୧୧ା୯- କବିସୂର୍ଯ୍ୟନଗର ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସରକାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇଦେଉଥିବାବେଳେ ଏଠାରେ ଛାତ୍ରୀମାନେ ଘରୁ ଆଣି...

ନାମାଙ୍କନ ଦାଖଲକୁ ବିରୋଧ କଲେ ଜମାକାରୀ, ଋଣ ଗ୍ରହୀତା

ବାହାନଗା, ୭।୬(ଡି.ଏନ.ଏ.) ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ସେବା ସମବାୟ ସମିତିର ନିର୍ବାଚନ ନିମନ୍ତେ ସୋମବାର ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା...

ମୌସୁମୀ ବିଳମ୍ବ: ମରୁଡ଼ି ଆଶଙ୍କା ନେଇ ଚିନ୍ତାରେ ଚାଷୀ

ମାଲକାନଗିରି,୧୭ା୬(ଡି.ଏନ.ଏ.)-  ଜୁନ ୧୭ରେ ବିଶ୍ୱ ଅନାବୃଷ୍ଟି ଓ ମରୁଡ଼ି ପ୍ରତିରୋଧ ଦିବସ ପାଳନ ହେବାକୁ ଯାଉଛି। ଏହି ଦିବସ କୃଷକମାନଙ୍କ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଦିବସ।...

ଆଜି କରୋନା ନେଲା ୫ ଜୀବନ

ଭୁବନେଶ୍ୱର,୨୧।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୫ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୪୬...

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଖର୍ଚ୍ଚ ଦାବି ଆଲୋଚନା: ପେସା ଆଇନ କଥା ଉଠାଇଲେ ନରସିଂହ

ଭୁବନେଶ୍ୱର, ୨୦ା୭(ବ୍ୟୁରୋ): ବିଧାନସଭାରେ ଶୁକ୍ରବାର ଅପରାହ୍ନରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର...

ସତ୍ୟନଗର ରାସ୍ତାକଡ଼ରୁ ହଟିଲା ୧୧୩ ଅସ୍ଥାୟୀ ଦେକାନ

ଭୁବନେଶ୍ୱର, ୨୭ା୨ (ବ୍ୟୁରୋ): ସତ୍ୟନଗର ମୁଖ୍ୟ ରାସ୍ତାରେ ଏବେ ଟ୍ରାଫିକ୍‌ ସମସ୍ୟା ଉତ୍କଟ ହୋଇଛି। ମୁଖ୍ୟ ରାସ୍ତାର ଦୁଇପାର୍ଶ୍ୱରେ ଶତାଧିକ ଅସ୍ଥାୟୀ ଦୋକାନ ଗଢ଼ି ଉଠୁଥିବା...

ଶୀତ ଗାଏବ: ଉପକୂଳରେ କୁହୁଡି, ୧୩ରେ ହାଲୁକା ବର୍ଷା

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ଡିସେମ୍ବର ମାସ ଅଧା ହେଲାଣି। ମାତ୍ର ଏପର୍ଯ୍ୟନ୍ତ ଶୀତର ଦେଖା ନାହିଁ। ସହରାଞ୍ଚଳରେ ଶୀତ ଗାଏବ ହୋଇଯାଇଥିଲେ ମଧ୍ୟ ବଣପାହାଡ଼ ଘେରା ଜିଲାରେ ବି...

Advertisement
Archives

Model This Week