ବଲାଙ୍ଗୀରରେ ବୋଇତ ବନ୍ଦାଣ: ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

ବଲାଙ୍ଗୀର,୫।୧୧(ସୁନିଲ କୁମାର ମହାନ୍ତି): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ସହରବାସୀ ସହରରେ ଥିବା ପୋଖରୀମାନଙ୍କରେ ଡଙ୍ଗା ଭସାଇଛନ୍ତି । ଘଣ୍ଟ ବାଦ୍ୟ ଧ୍ୱନିରେ ବୁଧବାର ଭୋର ପ୍ରକମ୍ପିତ ହୋଇଥିଲା। ପୋଖରୀ କୂଳମାନଙ୍କରେ ଡଙ୍ଗା ଭସାଇବା ପାଇଁ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ ଲାଗିଥିଲା। ଅନେକ ଶ୍ରଦ୍ଧାଳୁ ସହରରେ ଥିବା ମହାରାଣୀ ସାଗର ପୋଖରୀରେ ଡଙ୍ଗା ଭାସାଇଥିଲେ । ଭୋର ୪ଟାରୁ ସହରବାସୀ ତଥା ଆଖାପାଖର ଲୋକେ ମନ୍ଦିର ଦର୍ଶନ କରିବାକୁ ଆସି ପୂଜା ଆରାଧନା କରିବା ସହ ଦୀପ ପ୍ରଜ୍ଜଳନ କରିଥିଲେ। କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ଦୈନିକ ବଜାର ରାମ ଚରିତ ମାନସ ମନ୍ଦିର ସମ୍ମୁଖରେ ବାବା ଅଷ୍ଟ ଶମ୍ଭୁ ସେବା କମିଟି ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବଣ୍ଟନ କରାଯାଇଥିଲା।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୫

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି…

୨୦୧୪ରେ କେତେ ଥିଲା ପେଟ୍ରୋଲ-ଡିଜେଲ ଦର? ୧୨ ବର୍ଷରେ କେତେ ବଢିଛି? ଜାଣନ୍ତୁ…

ନୂଆଦିଲ୍ଲୀ, ୧୬।୫: ଅନ୍ତର୍ଜାତୀୟ ବଜାରରେ କ୍ରମାଗତ ଭାବେ କ୍ରୁଡ୍‌ ଅଏଲ ବା ଅଶୋଧିତ ତୈଳ ଦର ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ବି ଏବେ ତୈଳ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ…

ଚଳନ୍ତା ଟ୍ରେନ୍‌ ଆଗକୁ ବାଇକ୍‌ ଧରି ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…

ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ…

ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା

ପୁରୀ,୧୬ା୫(ଅଜିତ୍‌ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର…

ଏହି ଦିନ ମାହିକା ଶର୍ମାଙ୍କୁ ବିବାହ କରିବେ ହାର୍ଦ୍ଦିକ ପାଣ୍ଡ୍ୟା! ସାମ୍‌ନାକୁ ଆସିଲା ତାରିଖ, IPL ମଝିରେ କରିବେ ଦ୍ୱିତୀୟ ବିବାହ

ମୁମ୍ବାଇ,୧୬।୫: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ମଧ୍ୟରେ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ରିପୋର୍ଟ ଅନୁଯାୟୀ ହାର୍ଦ୍ଦିକ…

୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି

ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର…

ମହଙ୍ଗା ହୋଇଯିବ ବିଜୁଳି! ଗ୍ରାହକଙ୍କ ଉପରେ ପଡ଼ିବ ଅତିରିକ୍ତ ଆର୍ଥିକ ବୋଝ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ, ୧୬।୫: ମଧ୍ୟପ୍ରାଚ୍ୟ ସଙ୍କଟ ବିଶ୍ୱର ଅନେକ ଦେଶକୁ ପ୍ରଭାବିତ କରିଛି, ଏବଂ ଭାରତ ମଧ୍ୟ ଏହାର ବ୍ୟତିକ୍ରମ ନୁହେଁ। ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri