ଦ୍ୱିତୀୟ ଦିନରେ ଓ୍ବାଚ୍‌ମ୍ୟାନ, ସୁଇପର ନିଯୁକ୍ତି ବିବାଦ

ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକକୁଣ୍ଡୁଳାସ୍ଥିତ ମିରିଗିଖୋଜି କୁଣ୍ଡୁଳା ହାଇସ୍କୁଲ ଫାଟକରେ ଗୁରୁବାରଠାରୁ ୧୨ଟି ସ୍ବୟଂ ସାହାୟକ ଗୋଷ୍ଠୀର ଶତାଧିକ ମହିଳା ବିଦ୍ୟାଳୟରେ ଏକ ନିର୍ଦ୍ଦିଷ୍ଟ ସ୍ବୟଂ ସହାୟିକା ଗୋଷ୍ଠୀକୁ ସୁଇପର ଓ ଓ୍ବାଚ୍‌ମ୍ୟାନ ଭାବେ ନିଯୁକ୍ତି ଦେଇଥିବା ବିରୋଧରେ ଫାଟକରେ ତାଲା ଦେଇ ଧାରଣାରେ ବସିଛନ୍ତି। ମହିଳାମାନଙ୍କ ଦାବି ପ୍ରତି ପ୍ରଶାସନ କର୍ଣ୍ଣପାତ ନ କରିବାରୁ ମହିଳାମାନେ ଶୁକ୍ରବାର ବି ଜିଦ୍‌ରେ ଅଟଳ ରହି ହାଇସ୍କୁଲ ଓ ପ୍ରାଥମିକ ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଛନ୍ତି। ଫଳରେ ବିଦ୍ୟାଳୟ ଭିତରକୁ ଛାତ୍ରୀଛାତ୍ରଙ୍କ ସହ ଶିକ୍ଷକ କର୍ମଚାରୀ ପ୍ରବେଶ କରି ପାରି ନ ଥିବାରୁ ଶିକ୍ଷାଦାନ ବ୍ୟାହତ ହୋଇଛି। ଫଳରେ ନବମ ଓ ଦଶମ ଶ୍ରେଣୀର ଏଫ୍‌ଏ ଫୋର( ଫରମେଟିଭ ଆସେସ୍‌ମେଣ୍ଟ) ପରୀକ୍ଷା ଦେବାକୁରୁ ଛାତ୍ରୀଛାତ୍ର ଆଜି ବଞ୍ଚିତ ହୋଇଥିବା ଦେଖିବାକୁ ମିଳିଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଘଟଣାସ୍ଥଳରେ କୌଣସି ପ୍ରଶାସନିକ ଅଧିକାରୀ ପହଞ୍ଚି ନ ଥିବା ବେଳେ ଚାପା ଉତ୍ତେଜନା ସହ ଅଚଳାବସ୍ଥା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡ଼ି ପ୍ରତିଷ୍ଠା ଦିବସରେ ଆଗାମୀ ପଞ୍ଚାୟତ-ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ଦେଲେ ନେତା

ପାଟଣା,୨୬।୧୨,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜୁ ଜନତା ଦଳ (ବିଜେଡି)ର ପାଟଣା ନିର୍ବାଚନ ମଣ୍ଡଳୀ ସ୍ତରୀୟ ୨୯ତମ ପ୍ରତିଷ୍ଠା ଦିବସ ସାହାରପଡ଼ା ବ୍ଲକ ମୁଖ୍ୟାଳୟ...

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri