୬ ମାସ ପରେ ସୁଟିଂ ସେଟକୁ ଫେରିଲେ ସଲମାନ: ସୋସିଆଲ ମିଡିଆରେ ଶେୟାର କଲେ ଫଟୋ

ମୁମ୍ବାଇ, ୫।୧୦-ଦୀର୍ଘ ସାଢେ ୬ ମାସ ପରେ ଫିଲ୍ମ ସୁଟିଂ ସେଟକୁ ପୁଣି ଥରେ ଫେରିଛନ୍ତି ବଲିଉଡ ଅଭିନେତା ସଲମାନ ଖାନ। ତାଙ୍କ ଆଗାମୀ ଫିଲ୍ମ ‘ରାଧେ ପାଇଁ ସୁଟିଂ ସେଟକୁ ପୁଣି ଥରେ ଫେରିଛନ୍ତି। ବର୍ତ୍ତମାନ ସଲମାନ ଫ୍ୟାନମାନଙ୍କ ପାଇଁ ସୁଟିଂ ସେଟକୁ ଫେରିବାର ଏକ ଫଟୋ ନିଜ ଇନ୍‌ଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଯେଉଁଥିରେ ସଲମାନ କଳା ଜ୍ୟାକେଟ ପିନ୍ଧିଥିବାର ନଜର ଆସିଛନ୍ତି। ତାଙ୍କ ପଛ ପଟେ କ୍ୟାମେରା ଥିବାବେଳେ ଆଗପଟେ ଏକ ବାଇକ ଓ କାର ରହିଥିବା ଦେଖା
ଯାଇଛି। ସେ କ୍ୟାପସନରେ ଲେଖିଛନ୍ତି, ୬.୫ ମାସ ପରେ ସୁଟିଂ ସେଟକୁ ଫେରିଛି। ଭଲ ଲାଗୁଛି # ରାଧେ।
ପ୍ରକାଶ ଯେ, ଫିଲ୍ମର ସୁଟିଂ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହେବାର ଥିଲା। ମାତ୍ର କରୋନା ଲକଡାଉନ ଯୋଗୁ ଏହା ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ସୁଶାନ୍ତଙ୍କ ଶେଷ ଫିଲ୍ମ

ବମ୍ବେ: ଓଟିଟି ପ୍ଲାଟ୍‌ଫର୍ମରେ ରିଲିଜ ହୋଇଛି ଅଭିନେତା ସୁଶାନ୍ତ ସିଂ ରାଜପୁତ ଅଭିନୀତ ଶେଷ ଫିଲ୍ମ ‘ଦିଲ ବେଚାରା’। ଡିଜନୀ ହଟ୍‌ଷ୍ଟାରରେ ରିଲିଜ କରାଯିବା ପରେ...

ପରଦେଶ୍‌ ମେ ନିକଲା ଚାନ୍ଦ୍‌: କରଓ୍ବାଚୌଥ୍‌ ଲୁକ୍‌ ଅପଲୋଡ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ/ଓ୍ବାଶିଂଟନ,୫।୧୧: ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହିତ ଆମେରିକାରେ ଅଛନ୍ତି। କରଓ୍ବାଚୌଥ୍‌ ଅବସରରେ ପ୍ରିୟଙ୍କା ସୋସିଆଲ୍‌ ମିଡ଼ିଆରେ କେତେକ ଫଟୋ...

ବିବାହ କରିବେ କାଜଲ ଅଗ୍ରଓ୍ବାଲ

ଦକ୍ଷିଣ ଭାରତର ପ୍ରସିଦ୍ଧ ଅଭିନେତ୍ରୀ କାଜଲ ଅଗ୍ରଓ୍ବାଲ ଖୁବ୍‌ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। କାଜଲଙ୍କ ପ୍ରେମସମ୍ପର୍କକୁ ନେଇ ସର୍ବଦା ଗଣମାଧ୍ୟମରେ ଚର୍ଚ୍ଚା ହେଉଥିବାବେଳେ ଏହାକୁ ସେ...

ବାପା ପଡ଼ିଯିବା ଖବର ପାଇ ବି ଶୁଟିଂସେଟ୍‌ ଛାଡ଼ିପାରି ନ ଥିଲି

ସମ୍ବଲପୁରୀ ଆଲବମର ଜଣେ ଆଗଧାଡ଼ିର ଅଭିନେତା ଭାରତଗୌରବ ଦାଶ। ମାଆ ଗୀତାଞ୍ଜଳି ଓ ବାପା ଭିକାରିଚରଣ ଦାଶଙ୍କ ସୁଯୋଗ୍ୟ ସନ୍ତାନ ଭାରତଗୌରବ ପଶ୍ଚିମ ଓଡ଼ିଶା ସମେତ...

କଟ୍ରିନାଙ୍କ ଘରେ ପହଞ୍ଚିଲେ ନୂଆ ପ୍ରେମିକ

ବମ୍ବେ: ଅଭିନେତା ସଲମାନ ପରେ ରଣବିର କପୁରଙ୍କ ସହ ସମ୍ପର୍କକୁ ନେଇ ଚର୍ଚ୍ଚାରେ ରହିଥିଲେ କଟ୍ରିନା କୈଫ। ହେଲେ ରଣବିରଙ୍କ ଜୀବନରେ ଆଲିଆ ଭଟ୍ଟଙ୍କ ଏଣ୍ଟ୍ରି...

ରାତିତମାମ୍‌ ଭିଜିଥିଲୁ

ମଡେଲ-କମ୍‌-ଆକ୍ଟର ଆରିଏନ ଧୀର କୁମାରଙ୍କୁ ଶ୍ରୀଧର ମାର୍ଥାଙ୍କ ପ୍ରଯୋଜିତ ‘ଯୋଗୀ’ରେ ବ୍ରେକ୍‌ ମିଳିଥିଲା। ଏଥିରେ ତାଙ୍କ ସହ ସ୍କ୍ରିନ୍‌ ଶେୟାର କରିଥିଲେ ପ୍ରଥମ ଥର ପାଇଁ...

ବିବାହ ସାରି ଭାରତ ଫେରିଲେ ନୁସରତ ଜହାଁ

ପଶ୍ଚିମବଙ୍ଗର ଲୋକପ୍ରିୟ ଅଭିନେତ୍ରୀ ତଥା ଟିଏମସିର ନବନିର୍ବାଚିତ ଏମ୍‌ପି ନୁସରତ ଜହାଁ ବିବାହ ସାରି ଭାରତ ଫେରିଛନ୍ତି। ସ୍ବାମୀ ନିଖିଲ ଜୈନଙ୍କ ସହ ବିମାନ ବନନ୍ଦରରେ...

ନାଲି ଶାଢ଼ୀରେ ମରାଠୀ ଲୁକ୍‌ରେ ନଜର ଆସିଲେ ଫାତିମା

ମୁମ୍ବାଇ: ୨୦୧୬ରେ ଫୋଗାଟ ଭଉଣୀଙ୍କ ଉପରେ ତିଆରି ହୋଇଥିବା ଆମିର ଖାଁଙ୍କ ସୁପରହିଟ୍‌ ଫିଲ୍ମ ‘ଦବଙ୍ଗ’ରେ ଗୀତା ଫୋଗାଟ ଚରିତ୍ରରେ ଅଭିନୟ କରିଥିବା ଅଭିନେତ୍ରୀ ଫାତିମା...

Play 250+ Trending Games
Archives

Model This Week

Why Dharitri