Posted inଫୁରସତ

ବିବାହ ଦିନ ବର କରୁଥିଲେ ଡ୍ୟାନ୍ସ, ତାଙ୍କୁ ଦେଖି କନ୍ୟା ଚପଲ କାଢି…ଦେଖନ୍ତୁ ଭିଡିଓ

ବିବାହ ସମସ୍ତଙ୍କ ଜୀବନରେ ଏକ ବିଶେଷ ମୁହୂର୍ତ୍ତ। ଏହି ଦିନ ଉଭୟ ବର ଏବଂ କନ୍ୟା ସମ୍ପୂର୍ଣ୍ଣ ଉପଭୋଗ କରିବାକୁ ଚେଷ୍ଟା କରନ୍ତି, କାରଣ ବିବାହ ଜୀବନରେ କେବଳ ଥରେ ଆସିଥାଏ। ନିକଟରେ ଏକ ବିବାହର ମଜାଦାର ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ବର ନାଚୁଥିବାବେଳେ କନ୍ୟା ତାଙ୍କୁ ଦେଖି ଚପଲ କାଢି ନାଚିଛନ୍ତି। ଏବେ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ପ୍ରଥମେ ସମୁଦ୍ର କୂଳରେ ବାଜା ଏବଂ ଗୀତ ବାଜିବା କ୍ଷଣି ବର ନିଆରା ଢଙ୍ଗରେ ନାଚିବାକୁ ଲାଗନ୍ତି। ସେ କନ୍ୟାଙ୍କୁ ମଧ୍ୟ ନାଚିବାକୁ ଇସାରା କରନ୍ତି। କିଛି ସମୟ ଏହା ଦେଖିବା ପରେ କନ୍ୟା ନିଜ ପାଦରୁ ଚପଲ କାଢି ବରଙ୍କ ସହ ତାଳ ଦେଇ ନାଚିବାକୁ ଲାଗନ୍ତି। ଏହି ଦୁଇଜଣଙ୍କ ନୃତ୍ୟ ଦେଖି ସମ୍ପର୍କୀୟମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଆନ୍ତି।


ଏହି ଡ୍ୟାନ୍ସ ଭିଡିଓ ଇନଷ୍ଟାଗ୍ରାମରେ ୱେଡିଂ ଫିଭର ନାମକ ଏକ ଆକାଉଣ୍ଟରେ ଶେୟାର କରାଯାଇଛି। ଭିଡିଓ ଶେୟାର କରି ଏହାର କ୍ୟାପସନରେ ଲେଖାଯାଇଛି, ଯେତେବେଳେ ତୁମେ ତୁମର ସର୍ବୋତ୍ତମ ବନ୍ଧୁଙ୍କୁ ବିବାହ କର, ଉତ୍ସାହ ଏପରି ଥାଏ। ଲୋକମାନେ ଭିଡିଓ ଦେଖିବା ପରେ ବିଭିନ୍ନ ପ୍ରକାରର ପ୍ରତିକ୍ରିୟା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri