Posted inଖେଳ

ଡେବ୍ୟୁ ମ୍ୟାଚ୍‌ରେ ଏମିତି କରିଥିଲେ ଧୋନୀ, ଯାହା ସେ କେବେ ଭୁଲିପାରିବେ ନାହିଁ

ଏକଦିବସୀୟ କ୍ରିକେଟର ଅନ୍ୟତମ ମହାନ ଖେଳାଳି ମହେନ୍ଦ୍ର ସିଂ ଧୋନୀ ୧୬ ବର୍ଷ ପୂର୍ବେ ଆଜିର ଦିନରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ଧୋନୀ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଅଧିନାୟକ ଭାବରେ ଯାତ୍ରା ଆରମ୍ଭ କରିଥିଲେ। ଟିମ ଇଣ୍ଡିଆର କ୍ୟାପଟେନ କୁଲ ନାମକ ଧୋନୀ ୨୦୦୪ ଡିସେମ୍ବର ୨୩ ଚଟ୍ଟଗାଓଁରେ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିଥିଲେ ଏବଂ ପ୍ରଥମ ବଲରେ ସେ ଶୂନରେ ଆଉଟ ହୋଇଥିଲେ। ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକର ମଧ୍ୟ ତାଙ୍କର ପ୍ରଥମ ଏକଦିବସୀୟରେ ଶୂନରେ ଆଉଟ୍‌ ହୋଇଥିଲେ। କିନ୍ତୁ ଏହା ପରେ ଏହି ଦୁଇ ଖେଳାଳି କ୍ରିକେଟ ଦୁନିଆରେ ନିଜ ନାମକୁ ଅମର କରି ରଖିଥିଲେ। ବାଂଲାଦେଶ ଗସ୍ତରେ ଧୋନୀଙ୍କ ବିଫଳତା ସତ୍ତ୍ୱେ ତତ୍କାଳୀନ ଅଧିନାୟକ ସୌରଭ ଗାଙ୍ଗୁଲି ତାଙ୍କୁ ଆଉ ଏକ ସୁଯୋଗ ଦେଇଥିଲେ। ଧୋନୀ ଏହାର ସମ୍ପୂର୍ଣ୍ଣ ଫାଇଦା ଉଠାଇ ପାକିସ୍ତାନ ବିପକ୍ଷରେ ୧୮୩ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତିନିଟିି ଫର୍ମାଟରେ ସଫଳତାର ରହସ୍ୟ ଖୋଲିଲେ କୋହଲି

ମୋହାଲିଠାରେ ବୁଧବାର ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚରେ ଭାରତ ୭ ଉଇକେଟରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଅଧିନାୟକ ବିରାଟ କୋହଲି ୫୨ଟି ବଲର ସମ୍ମୁଖୀନ...

୧୦୦ ଟେଷ୍ଟ ଖେଳିବା ସତ୍ତ୍ୱେ ଏଭଳି ହେବା ଠିକ୍‌ ନୁହେଁ; କ୍ରିକେଟରଙ୍କୁ ନେଇ ବଡ଼ କଥା କହିଲେ…

ନୂଆଦିଲ୍ଲୀ,୧୨।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ କେପ୍‌ଟାଉନ୍‌ର ନ୍ୟୁଲାଣ୍ଡସ୍‌ ଷ୍ଟାଡିୟମରେ ଖେଳାଯାଉଥିବା ନିର୍ଣ୍ଣାୟକ ଟେଷ୍ଟରେ ଭାରତ ଦୁଇଟି ପରିବର୍ତ୍ତନ ସହ ଓହ୍ଲାଇଥିଲା। ଅଧିନାୟକ ବିରାଟ କୋହଲି ଆହତ...

ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ...

ମୁମ୍ବାଇକୁ ସହଜ ବିଜୟ ଦେଲେ ଡି’ କକ୍‌

ନୂଆଦିଲ୍ଲୀ,୨୯।୪ : କୁଇଣ୍ଟନ ଡି’ କକ୍‌ଙ୍କ ଅପରାଜିତ ୭୦ ରନ୍‌ର ଇନିଂସ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ହରାଇ ଦେଇଛି। ରୋହିତ...

୧୧ରୁ ଇଂଲଣ୍ଡରେ ମନୋରଞ୍ଜନଧର୍ମୀ କ୍ରିକେଟ ଫେରିବ

ଲଣ୍ଡନ,୪।୭(ପି.ଟି.): ଆସନ୍ତା ୧୧ ତାରିଖରୁ ଇଂଲଣ୍ଡରେ ମନୋରଞ୍ଜନଧର୍ମୀ କ୍ରିକେଟ ଫେରିବ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତରଫରୁ କୁହାଯାଇଛି। ପ୍ରଧନମନ୍ତ୍ରୀ ବୋରିସ...

ଟିମ୍‌ ଇଣ୍ଡିଆ ହାତରୁ ଗଲା ନଂ ୧ ମାନ୍ୟତା

ଦୁବାଇ,୨୦।୧: ଭାରତକୁ ପଛରେ ପକାଇ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ନଂ ୧ ମାନ୍ୟତା ହାସଲ କରିଛି ଅଷ୍ଟ୍ରେଲିଆ। ଆଶେସ ସିରିଜ୍‌ରେ ଇଂଲଣ୍ଡକୁ ୪-୦ ରେ ହରାଇବା ପରେ...

ତୀରମାଡ଼ରେ ତୀରନ୍ଦାଜ ଗୁରୁତର

ନୂଆଦିଲ୍ଲୀ,୧୦।୧- ଆସାମର ୧୨ ବର୍ଷୀୟା ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନ ତୀର ମାଡ଼ରେ ଆହତ ହୋଇଛନ୍ତି। ଦିବ୍ରୁଗଡ଼ସ୍ଥିତ ସାଇ କେନ୍ଦ୍ରରେ ଟ୍ରେନିଂବେଳେ ଦୁର୍ଘଟଣା ଘଟିଛି। ଏହି ସମୟରେ...

ସାବଧାନତା ହିଁ ସବୁଠୁ ଶ୍ରେଷ୍ଠ ଉପାୟ: କୋହଲି

ନୂଆଦିଲ୍ଲୀ, ୧୫।୩ (ପି.ଟି.)- ଦିନକୁ ଦିନ କରୋନା ଭାଇରସ୍‌ ଦେଶରେ ଏହାର କାୟା ବିସ୍ତାର କରି ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଭାରତୀୟ କ୍ରିକେଟ୍‌...

Advertisement


Archives

Model This Week