Posted inଖେଳ

ଏମିତି ଏକ କ୍ରିକେଟ୍‌ ମ୍ୟାଚ୍‌: ଧୋନୀ ଆଉଟ୍‌ ହେବା ପରେ କୋହଲି, ରୋହିତ ଶର୍ମାଙ୍କ ଆଖିରେ ଥିଲା ଲୁହ

ଜୁଲାଇ ୯, ଏହି ତାରିଖକୁ କୌଣସି ଭାରତୀୟ କ୍ରିକେଟ ପ୍ରଶଂସକ ଭୁଲିପାରିବେ ନାହିଁ। ଆଜିକୁ ଠିକ ଗୋଟିଏ ବର୍ଷ ପୂର୍ବେ ବିଶ୍ୱକପ ୨୦୧୯ରେ ଭାରତୀୟ କ୍ରିକେଟ ଦଳ ୟବିଶ୍ୱକପ ସେମିଫାଇନାଲ ଖେଳିଥିଲା। ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ଭେଟିଥିଲା ଭାରତ। ମ୍ୟାଚର ଫଳାଫଳ ୧୦ ଜୁଲାଇରେ ଆସିଥିଲା କିନ୍ତୁ ଏହା ୯ ଜୁଲାଇରୁ ଆରମ୍ଭ ହୋଇଥିଲା। ବର୍ଷା ହେତୁ ଦ୍ୱିତୀୟ ଦିନରେ ଭାରତ ଇନିଂସ ଖେଳିଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୧୮ ରନରେ ହାରିଥିଲା। ସ୍କୋର ବୋର୍ଡରେ ନ୍ୟୁଜିଲାଣ୍ଡର ଦଳ ମାତ୍ର ୨୩୯ ରନ ସ୍କୋର କରିଥିଲା। କିନ୍ତୁ ବିରାଟ କୋହଲି, ରୋହିତ ଶର୍ମା, ଏମଏସ ଧୋନୀ, କେ.ଏଲ ରାହୁଲଙ୍କ ପରି ଭେଟେରାନଙ୍କ ସହ ସଜ୍ଜିତ ଦଳ ଭାରତ ଏତେ ଛୋଟ ଲକ୍ଷ୍ୟ ହାସଲ କରିପାରି ନ ଥିଲା ଏବଂ ଏହି ମ୍ୟାଚ୍‌ ହାରି ବିଶ୍ୱକପରୁ ବିଦାୟ ନେଇଥିଲା। ଟାର୍ଗେଟକୁ ପିଛା କରି ଧୋନୀ ୫୦ ରନ ସ୍କୋର କରିଥିଲେ ମଧ୍ୟ ମ୍ୟାଚର ୪୯ତମ ଓଭରରେ ସେ ଆଉଟ ହୋଇଥିଲେ। ସଂଯୋଗବଶତଃ ଧୋନୀତାଙ୍କର ପ୍ରଥମ ଏବଂ ଶେଷ ମ୍ୟାଚ ରନ୍‌ ଆଉଟ ହୋଇଥିଲେ। ସେମିଫାଇନାଲ ପରାଜୟର ଗୋଟିଏ ବର୍ଷ ପରେ ୧୫ ଅଗଷ୍ଟ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ମ୍ୟାଚ୍‌ ପରେ ଧୋନୀ, ବିରାଟ କୋହଲି, ଏବଂ ରୋହିତ ଶର୍ମାଙ୍କ ସହ ଅନ୍ୟ ଖେଳାଳିଙ୍କ ଆଖିରେ ଲୁହ ଥିଲା ।କେବଳ ଖେଲାଳି ନୁହେଁ, ପ୍ରଶଂସକଙ୍କ ହୃଦୟ ମଧ୍ୟ ଭାଙ୍ଗିଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri