ଆସିଲା ବଡ଼ ଖବର: ଏହି ଦିନ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ,୧୯।୬: ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ଏନେଇ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି. ଗଡନାୟକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଛି। କୋର୍‌ କମିଟି, ଟେକ୍ନିକାଲ କମିଟି ଉପସ୍ଥିତିରେ ରତ୍ନଭଣ୍ଡାର ଖୋଲାଯିବ। ଅନ୍ୟପଟେ, ରତ୍ନଭଣ୍ଡାର ବାହାର ପାଶର୍‌ବ କାନ୍ଥ ଲେଜର ସ୍କାନିଂ କରାଯାଇଛି। ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ।

୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ଯୌତୁକ ପାଇଁ ସ୍ବାମୀ ସାଜିଲା ପିଶାଚ, ସ୍ତ୍ରୀଙ୍କୁ ପିଆଇଦେଲେ ବିଷ, ଫେରାର୍‌ ହୋଇଗଲେ…

ଦିଗପହଣ୍ଡି, ୫।୨(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଅଧିକା ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀ(୨୩)ଙ୍କୁ ବୁଧବାର ସ୍ବାମୀ ଓ…

ସ୍କାଉଟ୍‌ସ ଓ ଗାଇଡ୍‌ସ ଶିବିର ଉଦ୍‌ଘାଟିତ: ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ

ଦାରିଙ୍ଗବାଡି, ୫ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ୩ ଦିନିଆ ସ୍କାଉଟ୍‌ସ ଓ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ପାଟଣାବାସୀଙ୍କ ଦୀର୍ଘଦିନର ଦାବି ହେଲା ପୂରଣ, ମୁଖ୍ୟମନ୍ତ୍ରୀ ଲୋକାର୍ପଣ କଲେ…

ପାଟଣା,୫।୨(ବୀର କିଶୋର ଦାଶ): ଓଡ଼ିଶାରେ ଗୁରୁବାର ୫୭ଟି ନୂତନ ସବ ରେଜିଷ୍ଟ୍ରର କାର୍ଯ୍ୟାଳୟ ଓ “ଆମ ସାଥୀ “ୟୁନିଫାଏଡ ହ୍ବାଟସ ଆପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri