ଦୋକାନ ଉପରେ ମାଡିଗଲା ଟ୍ରକ୍‌

ନିଶ୍ଚିନ୍ତକୋଇଲି,୨୪।୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ନିଶ୍ଚିନ୍ତ କୋଇଲି ବଜାରରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଦୁଇଟି ସାର ବୋଝେଇ ଟ୍ରକ୍‌ ବଜାର ଉପରେ ଥିବା ୫ଟି ବଡ଼ ଦୋକାନ ଉପରେ ମାଡିଯାଇଛି। ତେବେ ଦୋକାନରେ ଥିବା ୧୪ଜଣ କର୍ମଚାରୀ ଅଳ୍ପକେ ବଞ୍ଚିଯାଇଛନ୍ତି।
ସୂଚନାଯୋଗ୍ୟ, କଟକରୁ କେନ୍ଦ୍ରାପଡା ଯାଉଥିବା ବେଳେ ହଠାତ୍‌ ଟ୍ରକ୍‌ ଦ୍ୱୟ ଭାରସାମ୍ୟ ହରାଇ ବଜାର ମଧ୍ୟରେ ଥିବା ଦୋକାନ ଉପରେ ମାଡିଯାଇଥିଲା। ଫଳରେ ଦୋକାନଘର ସମ୍ପର୍ଣ୍ଣ ଭାଙ୍ଗିଯାଇଛି। ଖବରପାଇ ନିଶ୍ଚିନ୍ତକୋଇଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଡାକ୍ତରଖାନାକୁ ୬ ଡାକ୍ତର

ବାଲିଆପାଳ,୨୮।୨(ସ୍ବ.ପ୍ର.)- ବାଲେଶ୍ୱର ଜିଲା ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ବାଲିଆପାଳ ବ୍ଲକର ୩ଲକ୍ଷରୁ ଉର୍ଦ୍ଧ୍ୱ ଜନସାଧାରଣ ନିର୍ଭର କରୁଥିବାବେଳେ ପଡ଼ୋଶୀ ଜଳେଶ୍ୱର ଏବଂ ବସ୍ତା ବ୍ଲକର...

କ୍ଷୟ ହେବାରେ ଲାଗିଛି ବିକ୍ରମଖୋଲ ଗୁମ୍ଫାର ପ୍ରାଚୀନ ଶିଳାଲିପି

ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ବଞ୍ଜାରୀ ଗ୍ରାମ ସନ୍ନିକଟ ଜଙ୍ଗଲରେ ରହିଛି ପ୍ରାଚୀନ ବିକ୍ରମଖୋଲ ଗୁମ୍ଫା। ଏହା ରାଜ୍ୟର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ମଧ୍ୟରୁ ଅନ୍ୟତମ। ଏହି...

ବୋରିଗୁମ୍ମା ବ୍ଳକରେ ବଢୁଛି ନବଜାତ ଶିଶୁ ମୃତ୍ୟୁ

ବୋରିଗୁମା,୧୫ା୧୨(ଡି.ଏନ.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକରେ ନବଜାତ ଶିଶୁ ମୃତ୍ୟୁ ଘଟଣା ଦିନକୁ ଦିନ ବଢିବାରେ ଲାଗିଛି। ମାତୃ ଏବଂ ନବଜାତ ଜନ୍ମିତ ଶିଶୁ ଉପଯୁକ୍ତ...

କୋଲାବ ଜଳଭଣ୍ଡାରରେ ବୁଡ଼ିିଗଲେ ୨ ନାବାଳକ

ସୁନାବେଡା, ୧୪ା୧୨(ସ୍ବ.ପ୍ର.)-ମାଲକାନଗିରି ଜିଲା ସୁନାବେଡ଼ା ପୌର ପରିଷଦ ସେମିଳିଗୁଡା ହନୁମାନ ନଗର ନିକଟସ୍ଥ କୋଲାବ ଜଳଭଣ୍ଡାରରେ ବୁଡ଼ିି ୨ଜଣ ନାବାଳକଙ୍କ ସୋମବାର ମୃତ୍ୟୁ ହୋଇଛି। ସେମାନେ...

ଘରୋଇ କଳି ହେଲା କାଳ: ପୁଅ ସହ ଯୁକ୍ତିକରି ମା’ଙ୍କ ଆତ୍ମହତ୍ୟା

ଢେଙ୍କିକୋଟ,୧।୧୦(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ପାଣୁପଶି ଗ୍ରାମ ଗିଧିବସା ସାହିରେ ସୋମବାର ରାତିରେ ଘରୋଇ କଳିକୁ କେନ୍ଦ୍ରକରି ଜଣେ ବୃଦ୍ଧା...

କଳାହାଣ୍ଡିର ୧୫୬୭ ସ୍କୁଲରେ ତାଲା

ଭବାନୀପାଟଣା,୧୬।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ୧୩ଟି ବ୍ଲକର କାର୍ଯ୍ୟରତ ପ୍ରାଥମିକ ଶିକ୍ଷୟିତ୍ରୀ, ଶିକ୍ଷକମାନେ ୩ ଦଫା ଦାବି ନେଇ ଗତ ବୁଧବାରଠାରୁ ଆନ୍ଦୋଳନ ଜାରି...

ଜାଗା ଦେବାକୁ ରାଜି ହେଲେନି ବୋଲି: ୨ ଭଉଣୀଙ୍କୁ ମାଡ଼ମାରି ଗଛରେ ବାନ୍ଧିଲେ ଭାଇ

କୁଜଙ୍ଗ,୯ା୧(ଡି.ଏନ.ଏ.): ସମ୍ପତ୍ତି ଲୋଭରେ ୨ ଭାଇ ତାଙ୍କ ମା’ ଓ ଦୁଇ ଭଉଣୀଙ୍କୁ ମାଡ଼ମାରିବା ସହ ଗଛରେ ବାନ୍ଧିଛନ୍ତି। ଏ ନେଇ ଥାନାରେ ଅଭିଯୋଗ ହେବାପରେ...

ଦୁର୍ଦ୍ଦଶା ବଢ଼ାଇଲା ବନ୍ୟା ସ୍ଥିତି

କେନ୍ଦ୍ରାପଡ଼ା ଅଫିସ, ୨୮। ୮: କେନ୍ଦ୍ରାପଡ଼ା ଜିଲାରେ ଗତ ତିନିଦିନ ମଧ୍ୟରେ ୧୮୮୦ ମିଲିମିଟର ବର୍ଷା ହୋଇଛି। ଏଥିସହିତ ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମରେ...

Advertisement
Archives

Model This Week