ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ  ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା। ପ୍ରତିବର୍ଷ ଏପ୍ରିଲ ୧କୁ ଉତ୍କଳ ଦିବସ ଭାବେ ପାଳନ କରାଯାଇଆସୁଛି। ଓଡ଼ିଆ ବୀରମାନଙ୍କ ବହୁ ଦିନ ଦିନର ସଂଗ୍ରାମ, ଉଦ୍ୟମ ଏବଂ ପରିଶ୍ରମ ପରେ ୧୯୩୬  ଆଜିର ଦିନରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠିତ ହୋଇଥିଲା। ଏହି ଦିନଟି ସମଗ୍ର ଓଡ଼ିଆ ଜାତି ପାଇଁ ଗର୍ବ ଓ ଗୌରବର ଦିନ।

ଓଡ଼ିଶା ଗଠନରେ ଯେଉଁ ଓଡ଼ିଆ ବରପୁତ୍ରମାନଙ୍କ ଅବଦାନ ରହିଥିଲା ସେମାନଙ୍କ ମଧ୍ୟରେ ଉତ୍କଳ ଗୌରବ ମଧୂସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ମହାରାଜ କୃଷ୍ଣଚନ୍ଦ୍ର ଗଜପତି, ଫକୀର ମୋହନ ସେନାପତି, ସ୍ବଭାବ କବି ଗଙ୍ଗାଧର ମେହେର ରହିଛନ୍ତି। ଏମାନେ ଓଡ଼ିଶାକୁ ଏକ ସ୍ବତନ୍ତ୍ର ପ୍ରଦେଶ ଗଠନ କରିବା ପାଇଁ ବହୁ ପରିଶ୍ରମ କରିଥିଲେ। ସେମାନଙ୍କର ଉଦ୍ୟମ ଶେଷରେ ସଫଳ ହୋଇଥିଲା। ୧୯୩୬ ଏପ୍ରିଲ ୧ରେ ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା। ରାଜ୍ୟ ଗଠନରେ ଯୋଗଦାନ ଦେଇଥିବା ବରପୁତ୍ରଙ୍କୁ ଆଜିର ଦିନରେ ସମସ୍ତେ ମନେ ପକାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri