Posted inଜାତୀୟ

ଶାହରୁଖଙ୍କ ଘରେ ଚଢ଼ାଉ କରି ନ ଥିଲୁ

ନୂଆଦିଲ୍ଲୀ,୨୧।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପୁଅ ଆର୍ଯ୍ୟନଙ୍କୁ ଜେଲରେ ଭେଟିବା ପରେ ମନ୍ନତରେ ଗୁରୁବାର ପହଞ୍ଚିଥିଲା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଦଳ। ମନ୍ନତରେ ଏନ୍‌ସିବି ଚଢ଼ାଉ କରିଥିବା ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ଗଣମାଧ୍ୟମରେ ଢ଼େର ଚର୍ଚ୍ଚା ହୋଇଥିଲା। ତେବେ ଏହା ଚଢ଼ାଉ ନ ଥିଲା। ଆର୍ଯ୍ୟନଙ୍କ ଗିରଫ ସମ୍ପର୍କୀତ ପେପରଓ୍ବାର୍କ ପାଇଁ ଆଣ୍ଟି ଡ୍ରଗ୍ସ ବ୍ୟୁରୋ ଅଧିକାରୀ ମନ୍ନତ ଯାଇଥିଲେ ବୋଲି ଏନ୍‌ସିବି ଅଧିକାରୀ ସମୀର ଓ୍ବାଙ୍ଖଡେ କହିଛନ୍ତି।

ଗତ ୨ ତାରିଖରେ କ୍ରୁଜ ଯାହଜରେ ରେଭ ପାର୍ଟି ଚାଲିଥିବା ବେଳେ ଏନ୍‌ସିବି ଅଧିକାରୀମାନେ ଚଢ଼ାଉ କରି ଆର୍ଯ୍ୟନଙ୍କ ସମେତ ୮ ଜଣଙ୍କୁ ଗିରଫ କରିଥିଲେ। ଗତ ୧୪ ଦିନ ହେଲା ଜେଲରେ ଥିବା ଆର୍ଯ୍ୟନଙ୍କୁ ପ୍ରଥମ ଥର ପାଇଁ ଭେଟିବାକୁ ଯାଇଥିଲେ ଶାହରୁଖ। ଆର୍ଥର ଜେଲରେ ୨୦ ମିନିଟ୍‌ ବିତାଇବା ପରେ ଶାହରୁଖ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri