Posted inଜାତୀୟ

ଶାହରୁଖଙ୍କ ଘରେ ଚଢ଼ାଉ କରି ନ ଥିଲୁ

ନୂଆଦିଲ୍ଲୀ,୨୧।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପୁଅ ଆର୍ଯ୍ୟନଙ୍କୁ ଜେଲରେ ଭେଟିବା ପରେ ମନ୍ନତରେ ଗୁରୁବାର ପହଞ୍ଚିଥିଲା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଦଳ। ମନ୍ନତରେ ଏନ୍‌ସିବି ଚଢ଼ାଉ କରିଥିବା ନେଇ ସୋସିଆଲ ମିଡିଆ ଓ ବିଭିନ୍ନ ଗଣମାଧ୍ୟମରେ ଢ଼େର ଚର୍ଚ୍ଚା ହୋଇଥିଲା। ତେବେ ଏହା ଚଢ଼ାଉ ନ ଥିଲା। ଆର୍ଯ୍ୟନଙ୍କ ଗିରଫ ସମ୍ପର୍କୀତ ପେପରଓ୍ବାର୍କ ପାଇଁ ଆଣ୍ଟି ଡ୍ରଗ୍ସ ବ୍ୟୁରୋ ଅଧିକାରୀ ମନ୍ନତ ଯାଇଥିଲେ ବୋଲି ଏନ୍‌ସିବି ଅଧିକାରୀ ସମୀର ଓ୍ବାଙ୍ଖଡେ କହିଛନ୍ତି।

ଗତ ୨ ତାରିଖରେ କ୍ରୁଜ ଯାହଜରେ ରେଭ ପାର୍ଟି ଚାଲିଥିବା ବେଳେ ଏନ୍‌ସିବି ଅଧିକାରୀମାନେ ଚଢ଼ାଉ କରି ଆର୍ଯ୍ୟନଙ୍କ ସମେତ ୮ ଜଣଙ୍କୁ ଗିରଫ କରିଥିଲେ। ଗତ ୧୪ ଦିନ ହେଲା ଜେଲରେ ଥିବା ଆର୍ଯ୍ୟନଙ୍କୁ ପ୍ରଥମ ଥର ପାଇଁ ଭେଟିବାକୁ ଯାଇଥିଲେ ଶାହରୁଖ। ଆର୍ଥର ଜେଲରେ ୨୦ ମିନିଟ୍‌ ବିତାଇବା ପରେ ଶାହରୁଖ ଗଣମାଧ୍ୟମକୁ କୌଣସି ପ୍ରତିକ୍ରିୟା ନ ଦେଇ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ମଦ

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri