ମେ’ ୨ରୁ ସକାଳ ୬ରୁ ୯ଟା ଯାଏ ସ୍କୁଲ

ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ ସ୍କୁଲ ଆସିବେ। ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି। ତେବେ ବୋର୍ଡ ଓ କାଉନ୍‌ସିଲ ପକ୍ଷରୁ ଚାଲିଥିବା ପରୀକ୍ଷା ସୂଚୀ ଅପରିବର୍ତ୍ତିତ ରହିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୁଦ୍ର ପଲୋର ଉଦଘାଟନ; ନାମ ଫଳକରେ ସରପଞ୍ଚ-ସମିତି ସଭ୍ୟାଙ୍କ ନାମରେ ତ୍ରୁଟି, ଗ୍ରାମର ନାମ ଭୁଲକୁ ନେଇ ଅସନ୍ତୋଷ

ପଟ୍ଟାଙ୍ଗି,୧୩ା୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ପେଟୁରୁ ପଞ୍ଚାୟତର ରାଇପାଡୁ ଗ୍ରାମରେ ନୂତନ କରି ଏକ କ୍ଷୁଦ୍ର ପୋଲ ନିର୍ମାଣ ହୋଇଛି ।…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର…

କ୍ୟାମ୍ପ ନିକଟରୁ IRB ହାବିଲଦାରଙ୍କ ମୃତଦେହ ଉଦ୍ଧାର, ଋଣଭାର-ପାରିବାରିକ ଚିନ୍ତାରେ…

ଭଞ୍ଜନଗର,୧୩ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ ତନରଡ଼ା ଆଇଆରବି ୮ମ ସ୍ଵତନ୍ତ୍ର ବାଟାଲିୟନ ହାବିଲଦାରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଲେ ଦେବାଶିଷ ବେହେରା…

ପଞ୍ଚାୟତ ନିର୍ବାଚନ ପାଇଁ ପାଗଭିଡ଼ା, ଭାଜପାରେ ସାମିଲ ହେଲେ ବହୁ….

ଗଞ୍ଜାମ,୧୩ା୫ (ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ ବ୍ଲକ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ବଳରାମଚନ୍ଦ୍ର ପୁର ଗ୍ରାମର ନୀଳକଣ୍ଠେଶ୍ଵର ମନ୍ଦିର ପ୍ରାଙ୍ଗଣରେ ଭାଜପାର ମିଶ୍ରଣ…

ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…

ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର…

ବାସନ ଧୋଉଥିଲେ ମହିଳା, ଟାଣିନେଲା କୁମ୍ଭୀର, ଦୀର୍ଘ ସମୟ ଲଢ଼େଇ ପରେ…

ମହାକାଳପଡ଼ା,୧୩ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଦଳିଛି ସରକାର। ବଦଳିନି ଜଙ୍ଗଲଘେରୀ ଶବରପଡ଼ାର ଚିତ୍ର। ଏମିତି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ…

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri