Posted inଖେଳ

ତିନି ବର୍ଷରେ ଦ୍ୱିତୀୟ ଥର; ରାଇନାଙ୍କ ବିନା ଫିକା ପଡ଼ିଲା …

ମୁମ୍ବାଇ,୧୩।୫: ଏଯାବତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ଟି ସିଜନ ଖେଳିସାରିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏଥିରୁ ୨ ଥର ଦଳ ପ୍ଲେ-ଅଫ୍‌ ଖେଳିବାରୁ ବଞ୍ଚିତ ହୋଇଛି। ପ୍ରଥମ ଥର ପାଇଁ ଦଳ ୨୦୨୦ରେ ପ୍ଲେ-ଅଫ୍‌ରେ ପହଞ୍ଚି ନ ଥିବା ବେଳେ ଚଳିତ ଆଇପିଏଲ୍‌ରେ ମଧ୍ୟ ସମାନ ଘଟଣା ଘଟିଛି। ଗୁରୁବାର ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଦଳ ୫ ଉଇକେଟରେ ପରାଜିତ ହେବା ପରେ ପ୍ଲେ-ଅଫରୁ ବାହାର ହୋଇଛି। ତେବେ ଚେନ୍ନାଇର ଏହି ବିଫଳତା ସମୟରେ ଉଭୟ ଥର ଦଳରେ ସୁରେଶ ରାଇନା ସାମିଲ ନ ଥିଲେ।

‘ମିଷ୍ଟର ଆଇପିଏଲ୍‌’ ନାମରେ ପରିଚିତ ରାଇନା ଚେନ୍ନାଇର ଅଂଶ ରହି ଆସୁଥିଲେ। ହେଲେ ୨୦୨୨ ନିଲାମରେ ତାଙ୍କୁ ଦଳ ରିଟେନ କରି ନ ଥିଲା। ତାଙ୍କୁ ଅନ୍ୟ କୌଣସି କ୍ରେତା ମଧ୍ୟ ମିଳି ନ ଥିଲା। ପୂର୍ବରୁ ୨୦୨୦ରେ ଆଇପିଏଲ୍‌ରୁ ହଠାତ ନାମ ଫେରାଇ ଆଣି ଦୁବାଇରୁ ସ୍ବଦେଶ ଫେରି ଆସିଥିଲେ ସେ। ଏହାପରେ ଫ୍ରାଞ୍ଚାଇଜ ଏବଂ ତାଙ୍କ ଭିତରେ ମନୋମାଳିନ୍ୟ ନେଇ ଖବର ପ୍ରକାଶ ପାଇଥିଲା। ତେବେ ରାଇନାଙ୍କ ଅନୁମସ୍ଥିତି ଦଳ ପାଇଁ ଶୁଭଙ୍କର ସାବ୍ୟସ୍ତ ହୋଇ ନ ଥିବା ବେଳେ ଦୁଇଥର ଯାକ ଦଳ ଟୁର୍ନାମେଣ୍ଟରେ ଆଗକୁ ବଢ଼ି ପାରି ନ ଥିବା ନେଇ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri