ଏକଦା ଝିଅଙ୍କ ୱାଶରୁମରେ ଲୁଚିରହିଥିଲେ ଏହି ଅଭିନେତା ପୂରା ଘଟଣା ଜାଣିଲେ

ବଲିଉଡ ଅଭିନେତା ମନୋଜ ବାଜପେୟୀଙ୍କୁ ଇଣ୍ଡଷ୍ଟ୍ରିର ଶ୍ରେଷ୍ଠ ଅଭିନେତାମାନଙ୍କ ମଧ୍ୟରେ ଗଣାଯାଏ । ବର୍ତ୍ତମାନ ତାଙ୍କ ‘ଡାଏଲ ୧୦୦’ ଚର୍ଚ୍ଚାରେ ରହିଛି। ଏକଦା ଝିଅଙ୍କ ୱାଶରୁମରେ ଲୁଚିଥିଲେ ମନୋଜ। କାରଣ ଜାଣିଲେ ଆପଣ ମଧ୍ୟ ଆଶ୍ଚର୍ଯ୍ୟ ହୋଇଯିବେ। ଏକ ସାକ୍ଷାତକାରରେ ମନୋଜ କହିଥିଲେ, ମୁଁ ମହିଳା କଲେଜ ଯିବାକୁ ଲାଜ କରୁଥିିଲି। ତେଣୁ ମୁଁ କିଛି ଝିଅ ସାଙ୍ଗଙ୍କୁ କଲେଜ ଗେଟ ପାଖରେ ଅପେକ୍ଷା କରିବାକୁ କହୁଥିଲି। ଦିନେ ମୁଁ ଝିଅମାନଙ୍କ ୱାଶରୁମକୁ ଚାଲିଯାଇଥିଲି ଏବଂ ମୁଁ ସେଠାରେ ଥିବାବେଳେ କିଛି ଝିଅ ୱାଶରୁମକୁ ଚାଲିଆସିଲେ, ସେମାନେ ସେଠାରୁ ଯାଉ ନ ଥିଲେ ତେଣୁ ମୁଁ ସେଠାରେ କୌଣସି ଉପାୟ ନ ପାଇ ଲୁଚି ଯାଇଥିଲି।


Enter your email to get our daily news in your inbox.

All Right Reserved By Dharitri.Com

୫୫ ହଜାରର ଲେହେଙ୍ଗା ପରେ ୩୭କୋଟି ଟଙ୍କାର ସୁନାର ପୋଷାକକୁ ନେଇ ଚର୍ଚ୍ଚାରେ ଉର୍ବଶୀ

ମୁମ୍ବାଇ: ବଲିଉଡ୍ ବିୟୁଟି ଉର୍ବଶୀ ରୌତେଲା ବେଳେ ବେଳେ ଏମିତି ଅନ୍ଦାଜରେ ଉଭା ହୋଇ ଥାଆନ୍ତି ଯେ ପ୍ରଶଂସକଙ୍କ ହୋସ୍ ଉଡାଇ ଦେଇଥାଆନ୍ତି । ନିକଟରେ...

ଦିଶାଙ୍କ ହ୍ୟାଟ୍ରିକ

ଦିଶା ପଟାନିଙ୍କ ତିନୋଟି ଫିଲ୍ମ ଆସନ୍ତା ବର୍ଷ ରିଲିଜ୍‌ ହେବାର ଯୋଜନା ରହିଛି। ଖାସ୍‌ କଥା ହେଲା ପ୍ରଥମ ଥର ପାଇଁ ସେ ସଲମାନଙ୍କ ଅପୋଜିଟ୍‌ରେ...

‘ବେଲ୍ ବଟମ’ର ଟିଜର ରିଲିଜ୍‌

ମୁମ୍ବାଇ: ବଲିଉଡ୍ ଖିଲାଡି ବୟ ଅକ୍ଷୟ କୁମାରଙ୍କ ମୋଷ୍ଟ ଆୱେଟେଡ ଫିଲ୍ମ ‘ବେଲ ବଟମ’ର ଟିଜରକୁ ନେଇ ଚର୍ଚ୍ଚା ଚାଲିଛି । ନିକଟରେ ପୁରା ଟିମ୍...

ନିଜ ବାୟୋପିକ୍‌କୁ ନେଇ କ’ଣ କହିଲେ ଅନୁପମ

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅନୁପମ ଖେର ମାତ୍ର ୨୮ ବର୍ଷ ବୟସରେ ବଲିଉଡ୍‌ରେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମରୁ ସେ ଜଣେ ୬୫ ବର୍ଷ...

ବଲିଉଡ୍‌ରେ ୫୨ ବର୍ଷ ପୂରଣ କଲେ ମହାନାୟକ

ବଲିଉଡରେ ବହୁତ କମ କଳାକାର ଅଛନ୍ତି, ଯେଉଁମାନେ ଚଳଚ୍ଚିତ୍ରରେ ପ୍ରବେଶ କରିବା ପରେ ବର୍ଷ ବର୍ଷ ଧରି ଏଠାରେ ସକ୍ରିୟ ରୁହନ୍ତିି। କେବଳ ଏତିକି ନୁହେଁ,...

କଲାମଙ୍କ ଉପରେ ନିର୍ମାଣ ହେବ ଫିଲ୍ମ

ଆଜିକାଲି ବଲିଉଡ୍‌ରେ ଚାଲିଛି ବାୟୋପିକର ଟ୍ରେଣ୍ଡ। ଦର୍ଶକଙ୍କୁ ଅନ୍ୟ ଫିଲ୍ମ ଅପେକ୍ଷା ବାୟୋପିକ ବେଶୀ ଭଲ ଲାଗୁଛି ଓ ଏହା ବକ୍ସ ଅଫିସରେ ଭଲ ଆୟ...

ସ୍ପେନିଶ ଶିଖୁଛନ୍ତି ତୈମୁର

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଖାନ୍‌ଙ୍କ ପୁଅ ତୈମୁର ଏବେ ସ୍ପେନିଶ ଭାଷା ଶିଖୁଛନ୍ତି। ବର୍ତ୍ତମାନ ସେ ମାତ୍ର ୩ ବର୍ଷର। ତେବେ ଲକ୍‌ଡାଉନ୍‌ରେ ନିଜକୁ...

କପିଲଙ୍କ ଶୋ’ରେ ଦୀପିକା, ଭାଇରାଲ ହେଉଛି ଶୁଟିଂ ବେଳର ଫଟୋ

ବମ୍ବେ: କମେଡି କିଙ୍ଗ କପିଲ ଶର୍ମା ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ବଡ଼ ପ୍ରଶଂସକ। ଏପରିକି କପିଲ ଦୀପିକାଙ୍କୁ ପସନ୍ଦ କରୁଥିବା କଥା ସମସ୍ତେ ଜାଣନ୍ତି। ରଣବୀର...

Advertisement


Archives

Model This Week