ଏକଦା ଜଣେ ସୁପରଷ୍ଟାର ସଲମାନଙ୍କୁ କହିଥିଲେ ମାଧୁରୀ ଦୀକ୍ଷିତ ପୁଅ, ଆଉ ତା’ ପରେ….

ବଲିଉଡର ଦବଙ୍ଗ ଖାନ ସଲମାନ ଖାନଙ୍କ ବଲିଉଡର ଡ୍ୟାନ୍ସ କୁଇନ୍‌ ମାଧୁରୀ ଦୀକ୍ଷିତଙ୍କ ଯୋଡି ଦର୍ଶକଙ୍କୁ ବହୁତ ପସନ୍ଦ। ଏହି ଯୋଡି ବଲିଉଡକୁ ଅନେକ ସୁପରହିଟ ଫିଲ୍ମ ଦେଇଛନ୍ତି । ଏକ ଚଳଚ୍ଚିତ୍ରରେ ସଲମାନ, ମାଧୁରୀ ଏବଂ ଅନୁପମ ଖେର, କାଦର ଖାନ ଭଳି ଅନେକ ଭେଟେରାନ ଅଭିନେତା ଅଭିନୟ କରିଥିଲେ। ଏହି ଚଳଚ୍ଚିତ୍ରର ଏପରି ଏକ ମଜାଦାର କଥା ଜାଣି ଆପଣ ଆଶ୍ଚର୍ଯ୍ୟ ହେବେ। ଯାହା ଗୀତ ‘ଦିଲ ତେରା ଆଶିକ’ ଲଞ୍ଚ ସମୟରେ ଘଟିଥିଲା।
ଚଳଚ୍ଚିତ୍ରର ଟାଇଟଲ ଲଞ୍ଚ ଅବସରରେ ବହୁ ବଲିଉଡ ତାରକା ଉପସ୍ଥିତ ଥିଲେ। ‘ଦିଲ ତେରା ଆଶିକ’ର ଶୁଭାରମ୍ଭ ପାଇଁ ମଞ୍ଚରେ ସଲମାନ ଖାନ, ମାଧୁରୀ ଦୀକ୍ଷିତ ଏବଂ ଗାୟକ ଅଲକା ୟାଗନିକଙ୍କ ସହ ଭେଟେରାନ ଅଭିନେତା ଧର୍ମେନ୍ଦ୍ର ମଧ୍ୟ ଉପସ୍ଥିତ ଥିଲେ।
ମାଧୁରୀ ଆଡକୁ ଅଙ୍ଗୁଳି ନିର୍ଦ୍ଦେଶ କରି ଧର୍ମେନ୍ଦ୍ର ସେଠାରେ ଉପସ୍ଥିତ ଦର୍ଶକଙ୍କୁ କହିଥିଲେ ଏଠାରେ ଆମର ବିଶ୍ୱସ୍ତରୀୟ ମାଧୁରୀ ଦୀକ୍ଷିତ ଏବଂ’ ତାଙ୍କ ସହ ତାଙ୍କ ପୁଅ ସୁଲେମାନ’। ଏହା କହିବା ମାତ୍ରେ ସେଠାରେ ଉପସ୍ଥିତ ଲୋକମାନେ ଜୋରରେ ହସିବାକୁ ଲାଗିଥିଲେ। ଧର୍ମେନ୍ଦ୍ର ହଠାତ୍‌ ତାଙ୍କ ଭୁଲକୁ ଅନୁଭବ କରି ସଲମାନଙ୍କୁ କ୍ଷମା ମାଗଥିଲେ। ଏଭଳି ପରିସ୍ଥିତିରେ ସଲମାନ କ୍ଷମା ମାଗିବାକୁ ମନା କରି ଆଗକୁ ଯାଇ ତାଙ୍କୁ ଆଲିଙ୍ଗନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri