ଏକଦା ଦୁଃଖ ସମୟରେ ମାଧୁରୀ କରୁଥିଲେ କମେଡି ସିନ୍‌ ଶୁଟ୍‌: ଘଟଣା ଜାଣିଲେ…

ବଲିଉଡ୍‌ର ଏଭର ଗ୍ରୀନ୍‌ ଅଭିନେତ୍ରୀ ମାଧୁରୀ ଦିକ୍ଷୀତ ପ୍ରାୟତଃ ଚର୍ଚ୍ଚାରେ ରହିଥାନ୍ତି। ସେ ସର୍ବଦା ତାଙ୍କ କାର୍ଯ୍ୟକୁ ଅଧିକ ଗୁରୁତ୍ୱ ଦେଇଥାନ୍ତି। ନିଜ ବ୍ୟକ୍ତିଗତ ଜୀବନର କଷ୍ଟକୁ ସେ କେବେ ବୃତ୍ତିଗତ ଜୀବନ ଉପରେ ପକାଇବାକୁ ଚାହାନ୍ତି ନାହିଁ।
ନିର୍ମାତା ରାଜକୁମାର ସନ୍ତୋଷି ଏକ ସାକ୍ଷାତକାରରେ କହିଛନ୍ତି, ଓଟିରେ ଶୁଟିଂ ସମୟରେ ଏପରି କିଛି ଘଟିଥିଲା ଯେଉଁଥିପାଇଁ ମାଧୁରୀଙ୍କୁ ବେଙ୍ଗାଲୁରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିବାକୁ ପଡିଥିଲା। ଶୁଟିଂରେ ବ୍ୟସ୍ତ ଥିଲା ବେଳେ ପ୍ରଡକ୍ସନ ଇନ-ଚାର୍ଜ ମୋ ପାଖକୁ ଆସି ପଚାରିଲେ, ଆମେ ଅପରାହ୍ନ ୨.୩୦ ସୁଦ୍ଧା ଶୁଟିଂ ଶେଷ କରିପାରିବା କି ନାହିଁ । କାରଣ ମାଧୁରୀଙ୍କୁ ସା ସୁଦ୍ଧା ଯିବାକୁ ପଡିବ । ମୁଁ ତାଙ୍କୁ କହିଲି ଆମେ ଚେଷ୍ଟା କରିବୁ । ମଧ୍ୟାହ୍ନ ଭୋଜନରେ ଜାଣିଲି, ମାଧୁରୀଙ୍କ ଘରେ ଚଢ଼ାଉ ହୋଇଛି। ଏହାକୁ ନେଇ ସେ ବହୁତ ଟେନ୍‌ଶନରେ ଅଛନ୍ତି। ମାନସିକ ସ୍ତରରେ ସେ ଠିକ୍‌ ନଥିଲେ, ପରେ ବି ମାଧୁରୀ କମେଡି ଦୃଶ୍ୟ ପାଇଁ ଶୁଟିଂ କରିଥିଲେ । ସେ ନିର୍ଦ୍ଦେଶକଙ୍କୁ ମଧ୍ୟ ଜଣାଇ ନ ଥିଲେ, ସେ ଏତେ ବଡ଼ ଟେନ୍‌ଶନ ମଧ୍ୟରେ ଅଛନ୍ତି ।
ସନ୍ତୋଷି ଏବଂ ମାଧୁରୀ ପ୍ରଥମ ଥର ପାଇଁ ‘ପୁକାର’, ୨୦୨୦ ଫିଲ୍ମ ‘ଲଜା’ ରେ ଏକାଠି କାମ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri