ଏକଦା ବ୍ୟାକ୍‌ଗ୍ରାଉଣ୍ଡ ଡ୍ୟାନ୍ସର ଥିଲେ ଏହି ଅଭିନେତ୍ରୀ , ବର୍ତ୍ତମାନର ପାରିଶ୍ରମିକ ଜାଣିଲେ…

ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ଅଭିନୟରେ ସମସ୍ତଙ୍କୁ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ସେ ଚଳିତ ବର୍ଷ ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। କାଜଲ ୧୯ ଜୁନ ୧୯୮୫ ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ ବ୍ୟତୀତ କାଜଲ ତାମିଲ, ତେଲୁଗୁ ଏବଂ ମାଲାୟାଲମ ଚଳଚ୍ଚିତ୍ରରେ ମଧ୍ୟ କାମ କରିଛନ୍ତି। କାଜଲଙ୍କୁ ‘ସିଙ୍ଗହମ’, ‘ସ୍ପେଶାଲ ୨୬’ ଏବଂ ‘ଦୋ ଲାଫଜନ କି କାହାନି’ ଭଳି ଚଳଚ୍ଚିତ୍ରରେ ଦେଖିବାକୁ ମିଳିଥିଲା। ଯଦିଓ କାଜଲ ବଲିଉଡରେ ଏତେଟା ବିସ୍ତାର କରିପାରି ନଥିଲେ, କିନ୍ତୁ ସେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ସଫଳ ଅଭିନେତ୍ରୀ ଅଟନ୍ତି। ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରେ କୋଟି କୋଟି ଟଙ୍କା ପାରିଶ୍ରମିକ ପାଉଛନ୍ତି।
ତାଙ୍କ ଫିଟନେସ ଠାରୁ ଆରମ୍ଭ କରି ବିଳାସପୂର୍ଣ୍ଣ ଜୀବନ ପର୍ଯ୍ୟନ୍ତ, କାଜଲ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । କାଜଲ ଗୋଟିଏ ବର୍ଷରେ ୧୪ କୋଟି ଟଙ୍କା କମାଇଛନ୍ତି। ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ଆରମ୍ଭ କରିବା ପୂର୍ବରୁ କାଜଲ ଅନେକ ବିଜ୍ଞାପନରେ ମଧ୍ୟ ଅଭିନୟ କରିଥିଲେ। କାଜଲ ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସର ଭାବରେ ନିଜର କ୍ୟାରିଅର୍‌ ଆରମ୍ଭ କରିଥିଲେ । କୁହାଯାଉଛି ଯେ ସେ ଫିଲ୍ମ ‘କୁଁ୍ୟ ହୋ ଗୟା ନା’ରେ ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସର ଭାବରେ ଅଭିନୟ କରିଥିଲେ। କାଜଲ ଏହା ମଧ୍ୟ କହିଛନ୍ତି ଯେ, ସେ ହିନ୍ଦୀ ଚଳଚ୍ଚିତ୍ର ଜାରି ରଖିବେ କିନ୍ତୁ ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରରେ କାମ କରିବା ବନ୍ଦ କରିବେ ନାହିଁ, କାରଣ ଏହିଠାରୁ ହିଁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?