ଦେଢ଼ କୋଟି ଟଙ୍କାର ଗଞ୍ଜେଇ ଜବତ

ଚିତ୍ରକୋଣ୍ଡା,୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ବଡ଼ପଦର ପଞ୍ଚାୟତ ପଳାସପଦର ଗ୍ରାମ ନିକଟରୁ ୧୭ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି। ଏହାର ଆନୁମାନିକ ମୂଲ୍ୟ ଦେଢ଼ ଗୋଟି ଟଙ୍କା। ଏ ନେଇ ଥାନା ଅଧିକାରୀ ସୂର୍ଯ୍ୟ ପ୍ରକାଶ ନାୟକ ସୂଚନା ଦେଇଛନ୍ତି।
ପୋଲିସର ସୂଚନାନୁଯାୟୀ, ୨ ଦିନ ତଳେ ପାଟ୍ରୋଲିଂ ସମୟରେ କିଛି ଲୋକ ଜଙ୍ଗଲ ଅଭିମୁଖେ ଦୌଡିବାକୁ ଲାଗିଥିଲେ। ଫଳରେ ପୋଲିସର ସନ୍ଦେହ ହୋଇଥିଲା। ତେବେ ଘଟଣା ସ୍ଥଳରୁ ପୋଲିସ ବିପୁଳ ପରିମାଣ ଗଞ୍ଜେଇ, ଖାଲି ବସ୍ତା, ଅଠାଟେପ, ପ୍ଲାଷ୍ଟିକ ଦଉଡି ଓ ଓଜନ ମାପିବା ଯନ୍ତ୍ର ଦେଖିବାକୁ ପାଇଥିଲା। ଜବତ ଗଞ୍ଜେଇର ଓଜନ ୧୭ କୁଇଣ୍ଟାଲ ଓ ଏହାର ମୂଲ୍ୟ ପ୍ରାୟ ଦେଢ଼ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଇଛି । ପଳାଶପଦର ଗ୍ରାମର ଜଙ୍ଗଲ ଓ ଅନ୍ଧାରରାତିର ସୁଯୋଗନେଇ ଦୁର୍ବୃତ୍ତମାନେ ଖସି ପଳାଇବାରେ ସକ୍ଷମ ହୋଇଛନ୍ତି। ସେମାନଙ୍କୁ ଖୁବଶିଘ୍ର ଧରାଯିବ ବୋଲି ଥାନା ଅଧିକାରୀ ନାୟକ ସୂଚନା ଦେଇଛନ୍ତି। ଏ ନେଇ ଚିତ୍ରକୋଣ୍ଡା ଥାନାରେ ୪୬/୨୦୨୧ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri