ଦେଢ଼ ଲକ୍ଷ ଟଙ୍କାର ବ୍ରାଉନ୍‌ସୁଗାର ଜବତ: ଜଣେ ଗିରଫ

ନୟାଗଡ଼ ଅଫିସ,୧୮।୧୨: ନୟାଗଡ଼ ଜିଲା ଅବକାରୀ ବିଭାଗ ସିନ୍ଦୁରିଆ ବ୍ୟାଙ୍କ ଛକରେ ଶୁକ୍ରବାର ଚଢ଼ାଉ କରିଛି। ଚଢ଼ାଉରେ ପୋଲିସ ୧୫ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଘଟଣାରେ ଜଣଙ୍କୁ ଗିରଫ କରିଛି। ସେ ହେଲେ ଦୁର୍ଗାପ୍ରସଦର ନିରଞ୍ଜନ ମହାରଣା ( ୪୦)। ନିରଞ୍ଜନଙ୍କୁ କୋର୍ଟ ଚାଲାଣ କରାଯାଇଛି। ତେବେ ଜବତ ବ୍ରାଉନସୁଗାର ମୂଲ୍ୟ ଦେଢ଼ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଗତସିଂହପୁର ଜିଲାର ସମସ୍ତ ନମୁନା ନେଗେଟିଭ୍

ଜଗତ୍ସିଂହପୁର ଅଫିସ, ୫।୪: କରୋନା ଭୂତାଣୁ (କୋଭିଡ୍-୧୯ ) ସଂକ୍ରମଣକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଦେଖା ଦେଇଥିବା ଭୟ ଆପାତତଃ ଦୂର ହୋଇଛି। କାରଣ ଖବର...

ଯୋଗ୍ୟ ହିତାଧିକାରୀଙ୍କୁ ମିଳୁନି ଗୃହ

କୃଷ୍ଣପ୍ରସାଦ,୩୧ା୧୨(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷତି ହୋଇଥିଲା। ବହୁ ପରିବାର ବାସଗୃହ ହରାଇଥିଲେ। ପକ୍କାଘର ନ ଥିବା ପରିବାରଙ୍କୁ...

ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ: ୨.୦୨ କୋଟି କ୍ଷତିପୂରଣ ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୧୫।୫: ଜାତୀୟ ଆଇନସେବା ପ୍ରାଧିକରଣ ନିର୍ଦ୍ଦେଶାନୁସାରେ ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତ ବର୍ଷର ଦ୍ୱିତୀୟ ଜାତୀୟସ୍ତରୀୟ ଲୋକ ଅଦାଲତ...

ହାତୀ ଆକ୍ରମଣରେ ଜଣେ ମୃତ

ଢେଙ୍କାନାଳ ଅଫିସ,୧୯।୨: ଢେଙ୍କାନାଳ ଜିଲା ସଦର ରେଞ୍ଜ କାକୁଡ଼ିଭାଗ ଗାଁରେ ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ଉକ୍ତ ଗାଁର ୫୮...

ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ଘରୁ ନାବାଳିକା ଶିଶୁ ଶ୍ରମିକ ଉଦ୍ଧାର

ଭଦ୍ରକ ଅଫିସ,୩୦ା୮: ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀଙ୍କ ଘରୁ ଜଣେ ଅନୁସୂଚିତ ଜନଜାତିର ନାବାଳିକା ଶିଶୁ ଶ୍ରମିକକୁ ଉଦ୍ଧାର କରିଛି ଭଦ୍ରକ ଚାଇଲ୍ଡଲାଇନ୍‌ । ସମ୍ପୃକ୍ତା...

୩ ବାଇକ୍‌ ଆରୋହୀଙ୍କୁ ଘୋଷାଡ଼ି ନେଲା ଟ୍ରକ୍‌

ବାଲିଗୁଡ଼ା,୨୯ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ କୋଟଗଡ଼ ଥାନା ଅନ୍ତର୍ଗତ ଖାରିନାଳ ନିକଟରେ ଏକ ଭୟଙ୍କର ଦୁର୍ଘଟଣା ଦେଖିବାକୁ ମିଳିଛି। ଜୁଡ଼ାବାଲିରୁ କୋଟଗଡ଼...

ଭଙ୍ଗା ଘରେ ଚାଲିଛି ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ

ଚମ୍ପୁଆ,୧୯ା୧୧(ଡି.ଏନ.ଏ): ସରକାରୀ ସ୍ତରରେ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି। ସରକାର ୫-ଟି ଯୋଜନାରେ ବିଦ୍ୟାଳୟର ଉନ୍ନତି ସାଙ୍ଗକୁ ଛାତ୍ରୀଛାତ୍ରଙ୍କ ପାଇଁ ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି। ମାତ୍ର...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଲଗାଇଲେ ନିଆଁ: ମାଛପଡ଼ା ଗ୍ରାମରେ ୨୧ ବଖରା ଭସ୍ମ; ୨ ଅଟକ, ପୋଲିସ ଆହତ

ଡେଲାଙ୍ଗ,୧୨ା୧୧(ଡି.ଏନ.ଏ.)- ଡେଲାଙ୍ଗ ଥାନା ଅଧୀନସ୍ଥ ଗୁଆଳିପଡା ପଞ୍ଚାୟତର ମାଛପଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏକ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୦...

Advertisement
Archives

Model This Week