ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ

ପାରଳାଖେମୁଣ୍ଡି,୧୭ା୧: ଗଜପତି ଜିଲା ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜ ବନ କର୍ମଚାରୀ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଏକ ଅଟୋରେ ଚାଲାଣ ହେଉଥିବା ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ କରିଛନ୍ତି। ଘଟଣାରେ ସମ୍ପୃକ୍ତ ୩ଜଣଙ୍କୁ ଅଟକ ରଖି ପଚରାଉଚରା ଚାଲିଛି।

ପ୍ରକାଶ ଯେ, ରକ୍ତଚନ୍ଦନ କାଠ ଚୋରାଚାଲାଣ ହେଉଥିବା ନେଇ ବନବିଭାଗକୁ ସୂଚନା ମିଳିଥିଲା। ମହେନ୍ଦ୍ରଗିରି ରେଞ୍ଜର କବିନ୍‌ ପରିଚ୍ଛା, ଦେବଗିରି ରେଞ୍ଜର ଅରୁଣ କୁମାର ବେହେରାଙ୍କ ତତ୍ତ୍ୱାବଧାନରେ ପାଟ୍ରୋଲିଂ କଡ଼ାକଡ଼ି କରାଯାଇଥିଲା। ମହେନ୍ଦ୍ରଗିରି ରେଞ୍ଜ ଜଲାଙ୍ଗ ପଟୁ ଦେବଗିରି ରେଞ୍ଜ ଗୁର୍ଜାଙ୍ଗ ଅଭିମୁଖେ ଏକ ଅଟୋ (ନଂ.ଏପି ୩୦ ଓ୍ବାଇ-୬୪୭୮)ବିଳମ୍ବିତ ରାତିରେ ଯାଉଥିବା ବେଳେ ମହେନ୍ଦ୍ରଗିରି ରେଞ୍ଜ ବନକର୍ମଚାରୀ ପିଛା କରିଥିଲେ। ଖବର ପାଇ ଉପଲଡାଠାରେ ଦେବଗିରି ରେଞ୍ଜ କର୍ମଚାରୀ ଆଗରୁ ଘେରି ଯାଇଥିଲେ। ଯାଞ୍ଚ ପରେ ଅଟୋରେ ଜରିବସ୍ତାରେ ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଥିବା ଜଣାପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଦିଲ୍ଲୀ ବିଧାନସଭାରେ କାର୍‌ ପୂରାଇଥିବା ବ୍ୟକ୍ତି ଗିରଫ

ନୂଆଦିଲ୍ଲୀ,୭ା୪: ଦିଲ୍ଲୀ ବିଧାନସଭା ସୁରକ୍ଷାରେ ତ୍ରୁଟି ପରିଲକ୍ଷିତ ହୋଇଛି। ସୋମବାର ଅପରାହ୍ନରେ ମାସ୍କ ପିନ୍ଧିଥିବା ଜଣେ ବ୍ୟକ୍ତି ବ୍ୟାରିକେଡ୍‌ ଏବଂ ମୁଖ୍ୟ ଫାଟକ ଅତିକ୍ରମ କରି ବିଧାନସଭା…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri