Posted inଜାତୀୟ

ଟ୍ରେନିଂ ବେଳେ ଚାଲିଗଲା ଯବାନଙ୍କ ଜୀବନ

ନୂଆଦିଲ୍ଲୀ,୨୧।୮ : ପଞ୍ଜାବର ପଠାନକୋଟସ୍ଥିତ ମାମୁନ ସେନା ଷ୍ଟେଶନଠାରେ ଶନିବାର ଟ୍ରେନିଂ ବେଳେ ଜଣେ ଯବାନଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଯବାନଙ୍କୁ ଗୁରୁତର ହୋଇପଡ଼ିଛନ୍ତି। ପ୍ରଭାବିତ ଯବାନଙ୍କୁ ପଠାନକୋଟସ୍ଥିତ ସେନା ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଜଣେ ବରିଷ୍ଠ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି।

ଅତ୍ୟଧିକ ଖରା ଓ ଗୁଳୁଗୁଳିରେ ଟ୍ରେନିଂ କରାଯାଉଥିଲା। ସେନା ଅଧିକାରୀଙ୍କ ତଦାରଖରେ ଏହି ଟ୍ରେନିଂ ସେସନ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଭାଷଣର ପ୍ରଥମ, ଶେଷ ଧାଡ଼ି ପଢ଼ି ଗୃହ ଛାଡ଼ିଲେ

କୋଲକାତା,୮।୩: ପଶ୍ଚିମବଙ୍ଗ ବିଧାନସଭାରେ ସୋମବାର ବଜେଟ ଅଧିବେଶନର ପ୍ରଥମ ଦିନରେ ଅପ୍ରୀତିକର ସ୍ଥିତି ଦେଖିବାକୁ ମିଳିଥିଲା। ପୌର ନିର୍ବାଚନ ପରବର୍ତ୍ତୀ ହିଂସା ଘଟଣାକୁ ନେଇ ଭାଜପା...

ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୩।୫: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା...

ବଦଳିଲା ନିୟମ: ୧୬ ନୁହେଁ ୨୪ ଡିଗ୍ରୀରେ ଚାଲିବ ଏସି

ନୂଆଦିଲ୍ଲୀ,୭।୧: ଚଳିତବର୍ଷ ଯେଉଁମାନେ ନିଜ ଘର ପାଇଁ ନୂଆ ଏୟାର କଣ୍ଡିସନର(ଏସି) କିଣିବେ ସେମାନେ ଆରମ୍ଭରୁ ୨୪ ଡିଗ୍ରୀ ସେଲସିୟସ ତାପମାତ୍ରାରୁ ଏହାକୁ ଚଲାଇବେ। ସବୁ...

ମାନକୋଟ୍‌ରେ ଅସ୍ତ୍ରବିରତି ଉଲ୍ଲଂଘନ: ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ୍‌ରୁ ମୋର୍ଟାର ଶେଲିଂ ମାଡ଼

ଶ୍ରୀନଗର,୭।୧୧: ଜମ୍ମୁ-କଶ୍ମୀରର ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଲଗାତାର ଉତ୍ତେଜନା ବଢ଼ିବାରେ ଲାଗିଛି। ଏଠାରେ ପାକିସ୍ତାନ ପକ୍ଷରୁ ଜାଣିଶୁଣି ବାରମ୍ବାର ଅସ୍ତ୍ର ବିରତି ଉଲ୍ଲଂଘନ କରାଯାଉଛି।...

ଶିବରାଜ ସିଂହଙ୍କ ତୃତୀୟ ରିପୋର୍ଟ ବି ପଜିଟିଭ୍‌

ଭୋପାଳ,୪।୮: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଆସିଥିବା ତୃତୀୟ କରୋନା ରିପୋର୍ଟ ବି ପିଜିଟିଭ୍‌ ରହିଛି। ଫଳରେ ଚିକିତ୍ସା ପାଇଁ ଆଉ କିଛି ଦିନ...

ପୁଣିଥରେ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମିତ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଥମ ଥର ଆସିଥିବା ତାଙ୍କ ରିପୋର୍ଟକୁ ନେଇ କନିକାଙ୍କ ପରିବାର...

ଫରଓ୍ବାର୍ଡ ପୋଷ୍ଟରେ ସେନା ମୁଖ୍ୟ

ଲଦ୍ଦାଖ,୨୪।୬: ଭାରତ-ଚାଇନା ସୀମା ଲଦ୍ଦାଖରେ ଜୁନ୍‌ ୧୫ରେ ଦୁଇ ଦେଶର ସେନା ମୁହାଁମୁହିଁ ହୋଇଥିଲେ। ଏହି ସଂଘର୍ଷରେ ଭାରତ ୨୦ ବୀର ଯବାନଙ୍କୁ ହରାଇଥିଲା। ଆଉ...

କଂଗ୍ରେସ ନେତାଙ୍କ ନାତୁଣୀଙ୍କୁ ବିବାହ କରିବେ କୁମାରସ୍ବାମୀଙ୍କ ପୁଅ

ବେଙ୍ଗାଲୁରୁ,୧୦।୨: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌.ଡି. କୁମାରସ୍ବାମୀଙ୍କ ପୁଅ ନିଖିଲ କୁମାରସ୍ବାମୀ କଂଗ୍ରେସ ନେତା ଏମ୍‌. କ୍ରିଷ୍ଣାପ୍ପାଙ୍କ ନାତୁଣୀ ରେବତିଙ୍କୁ ବିବାହ କରିବେ ବୋଲି ଜଣାପଡିଛି।...

Advertisement
Archives

Model This Week