୪୪ କଫ୍‌ଶିରପ୍‌ ଜବତ, ଜଣେ ଗିରଫ

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି ଅନ୍ତର୍ଗତ କୁଲୁଣ୍ଡି ଛକରୁ ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ମଙ୍ଗଳବାର ୪୪ ଟି କଫ୍‌ଶିରପ୍‌ ଜବତ କରିବା ସହ ଜଣକୁ ପୋଲିସ ଗିରଫ କରିଛି।
ସୂଚନାନୁଯାୟୀ, ଜମନକିରା ଥାନା ଗୌଡ଼ପାଲି ଫାଣ୍ଡି କୁଳୁଣ୍ଡି ଗ୍ରାମର ଦିଲୀପ ପଧାନ କୁକୁଣ୍ଡି ଛକରେ କଫ୍‌ଶିରପ ବେପାର କରୁଥିବା ବେଳେ ଜମନକିରା ପୋଲିସ କୌଣସି ବିଶେଷ ସୂତ୍ରରୁ ଖବର ପାଇ ଥାନା ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ କରଯାଇଥିଲା। ଏହି ଅଭିଯୋଗରେ ଦିଲୀପଙ୍କୁ ଗିରଫ କରାଯାଇ ଥାନାକୁ ଆଣି ଅଟକ ରଖି ଅଧିକ ତଦନ୍ତ କରୁଥିଲା। ଆଜି ଏନେଇ ଜମନକିରା ଥାନାରେ ଏକ ମାମଲା ରୁଜୁ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ବିଚାର ବିଭାଗ କୋର୍ଟ ହାଜତକୁ ପଠାଯାଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟଙ୍ଗ ଚିତ୍ରରେ କରୋନା ମୁକ୍ତି ଚିନ୍ତା

ବିଜେପୁର,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନା ସଭିଙ୍କ ମୁହଁରୁ ହସ ଛଡାଇ ନେଇଛି। ବର୍ତ୍ତମାନ ସୁଦ୍ଧା ଏହାର ଫଳପ୍ରଦ ଔଷଧ ବାହାରି ନାହିଁ। ଏଣୁ ବ୍ୟକ୍ତିଗତ ସଚେତନତା ହିଁ...

ବ୍ୟାଙ୍କରୁ ଚୋରି ଉଦ୍ୟମ ବିଫଳ, ଆଇରନ୍‌ ଚେଷ୍ଟ ଭାଙ୍ଗି ନ ପାରି ଫେରିଗଲେ

ଶେରଗଡ଼,୧୭ା୬(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକ ଠୁରୁବୁରାଇ ଗ୍ରାମସ୍ଥିତ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ରାତିରେ ଦୁର୍ବୃତ୍ତ ଚୋରି ଉଦ୍ୟମ କରିଥିଲେ। ବ୍ୟାଙ୍କର ମୁଖ୍ୟ କବାଟ ଭାଙ୍ଗି...

ଶହୀଦଙ୍କ ପରିବାରକୁ ଭେଟିଲେ ଏମ୍‌ପି : ଅଜିତଙ୍କ ନାମରେ ହେବ ଖେଳପଡ଼ିଆ

କାମାକ୍ଷାନଗର, ୨୩।୬ (ଡି.ଏନ୍‌.ଏ.) – ଅନନ୍ତନାଗ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଶହୀଦ ଅଜିତ ସାହୁଙ୍କ ପରିବାରକୁ ଶନିବାର ଅପରାହ୍ନରେ ଭେଟିଛନ୍ତି ଏମ୍‌ପି ମହେଶ ସାହୁ।...

ହାର୍ଡକୋର ମାଓବାଦୀ ଲଖମାନଙ୍କ ଆତ୍ମସମର୍ପଣ

ଭବାନୀପାଟଣା,୧।୪(ସ୍ବ.ପ୍ର.): ହାର୍ଡକୋର ମାଓବାଦୀ ଲଖମାନ ଆପକା ରବିବାର କଳାହାଣ୍ଡି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଏନେଇ ରବିବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ କଳାହାଣ୍ଡି ପୋଲିସ ପକ୍ଷରୁ...

ପ୍ରଧାନମନ୍ତ୍ରୀ ସଡ଼କ ୪ ମାସରେ ଶୋଚନୀୟ

ଚଣ୍ଡିଖୋଲ,୧୫।୨(ଡି.ଏନ.ଏ.): ଗ୍ରାମାଞ୍ଚଳକୁ ଭଲ ରାସ୍ତା ତିଆରି ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାର ପରିକଳ୍ପନା କରାଯାଇଥିଲା। ତେବେ ଏହି ଯୋଜନାରେ କରାଯାଉଥିବା ରାସ୍ତା କେତେ ନିମ୍ନମାନର...

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା...

ଚର୍ଚ୍ଚ ପରିସରରେ ୧୪୪ ଜାରି

ଭଦ୍ରକ ଅଫିସ, ୨୨ା୫: ଅଧିକାଂଶ ସମୟରେ ଗୋଷ୍ଠୀ ବିବାଦ ଲାଗି ରହୁଥିବା ଭଦ୍ରକ ସଦର ବ୍ଲକର ଗେଲଟୁଆଠାରେ ଥିବା ଚର୍ଚ୍ଚ ପରିସରରେ ଶନିବାର ପୂର୍ବାହ୍ନରେ ୧୪୪...

ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ: ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଝାରସୁଗୁଡା ଅଫିସ୍‌/ଲଖନପୁର,୧୪ା୯(ଡି.ଏନ୍‌.ଏ.): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣମନ୍ତ୍ରୀ ନବ କିଶୋର ଦାସଙ୍କ ନିର୍ବାଚନମଣ୍ଡଳୀ ଝାରସୁଗୁଡ଼ାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜିଲା ମୁଖ୍ୟ ଚିକିସତ୍ାଳୟରେ ଡାକ୍ତର ଓ...

Advertisement
Archives

Model This Week