Odisha Elections 2024

ନାବାଳିକାଙ୍କୁ ଅସଦାଚଣ,ଜଣେ ଗିରଫ

ଭୁବନେଶ୍ୱର,୨୮।୮ (ସୂର୍ଯ୍ୟକାନ୍ତ ବେହେରା) ଘରେ ଭିତରେ ବଳପୂର୍ବକ ପଶି ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସେ ହେଲେ କଟକ ଜିଲାର ଜୟରାମ ବେହେରା (୪୩) । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।
ସୂଚନାନୁସାରେ ଅଭିଯୁକ୍ତ ଜଣକ ମନ୍ଦ ଉଦ୍ଦେଶ୍ୟ ରଖି ପୂର୍ବରୁ ଅନେକ ଥର ଉକ୍ତ ନାବାଳିକାଙ୍କ ପିଛା କରିଆସୁଥିଲେ । ହେଲେ ଶନିବାର ସକାଳେ ନାବାଳିକାଙ୍କ ଘରେ ଅଭିଯୁକ୍ତ ଅନଧିକାର ପ୍ରବେଶ କରିବା ସହିତ ତାଙ୍କୁ ଜୋରଜବରଦସ୍ତ ଅସଦାଚରଣ କରିଥିଲେ । ଏନେଇ ନାବାଳିକାଙ୍କ ମା ଜାଣିବା ପରେ ଥାନାରେ ଅଭିଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

ମହାନଦୀ ପ୍ରସଙ୍ଗରେ ଭାଜପାକୁ ଟାର୍ଗେଟ କଲେ ପାଣ୍ଡିଆନ

ଭୁବନେଶ୍ୱର,୨୦।୫: ପୁଣି ଭିଡିଓ ଜାରି କରି ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ଏଥିରେ ସେ ମହାନଦୀକୁ ପ୍ରସଙ୍ଗ କରି...

ସସ୍ତ୍ରୀକ ଭୋଟ୍‌ ଦେଲେ କଂଗ୍ରେସ ପ୍ରାର୍ଥୀ ନିପନ ଦାଶ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri