ସୋସିଆଲ ମିଡିଆରେ ଅପପ୍ରଚାର କରି ଜଣେ ଗିରଫ

ବାରିପଦା ଅଫିସ,୧୮ା୭- ସୋସିଆଲ୍‌ ମିଡିଆରେ ଅପପ୍ରଚାର କରିଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ମନୋଜ କୁମାର ଦେଓ। କିଛି ଦିନ ତଳେ ଜନୈକ ଭାଜପା ନେତାଙ୍କୁ କରୋନା ହୋଇଥିବା ବେଳେ ସେ ଚିକିତ୍ସିତ ହୋଇ ସୁସ୍ଥ ହୋଇଥିଲେ। ମନୋଜ ସୋସିଆଲ ମିଡ଼ିଆରେ ଉକ୍ତ ଭାଜପା ନେତା କରୋନାରେ ଆକ୍ରାନ୍ତ ହୋଇ ମୟୂରଭଞ୍ଜ ରାଜମାତା ଭାରତୀ ରାଜ୍ୟଲକ୍ଷ୍ମୀ ଦେଓଙ୍କ ଶେଷ ଦର୍ଶନ କରିବା ପାଇଁ ଯାଇଥିଲେ। ସେ ସେଥିରେ ଯୋଗ ଦେଇଥିବା ଅନ୍ୟ ଲୋକଙ୍କ ସଂସ୍ପର୍ଶରେ ଆସିଥିଲେ। ଫଳରେ ଏହା ଦ୍ୱାରା ଅଧିକାଂଶ ଲୋକ ଆକ୍ରାନ୍ତ ହେବେ ଓ ଜିଲା ପ୍ରଶାସନ ଏଥିପାଇଁ ଦାୟୀ ରହିବେ ବୋଲି ପୋଷ୍ଟ କରିଥିଲେ। ପରେ ଏ ନେଇ ମହାରାଜାଙ୍କ କାର୍ଯ୍ୟାଳୟର କର୍ମଚାରୀ ଅନୁପ କୁମାର ପଟ୍ଟନାୟକ ଟାଉନ ଥାନାରେ ଅଭିଯୋଗ କରିବା ସହ ରାଜମାତାଙ୍କ ଶେଷକୃତ୍ୟ ଦିନ ଉକ୍ତ ଭାଜପା ନେତା ଆସି ନ ଥିବା ସ୍ପଷ୍ଟ କରିଥିଲେ। ପୋଲିସ ଏ ନେଇ ଏକ ମାମଲା(ନଂ. ୪୫୮/୨୦୨୦) ରୁଜୁ କରି ମନୋଜଙ୍କୁ ଗିରଫ କରିଥିବା ଟାଉନ ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାରେ ପହଞ୍ଚିଲେ ୭ ପ୍ରବାସୀ ଓଡ଼ିଆ

ହାଟଡିହୀ,୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଢେଙ୍କା ପଞ୍ଚାୟତରେ ୭ ପ୍ରବାସୀ ଓଡ଼ିଆ ସୋମବାର ବିଳମ୍ବିତ ରାତିରେ ପହଞ୍ଚିଛନ୍ତ। ଏମାନେ ସୁରଟରୁ ନିଜ ଖର୍ଚ୍ଚରେ ବାଲେଶ୍ୱର...

ଏସ୍‌ଡିସି କପ୍‌ ଲାଗି ଖେଳାଳି ଚୟନ ସରିଲା

ଫୁଲବାଣୀ ଅଫିସ, ୧୯ା୨ – ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ପାଇଁ କନ୍ଧମାଳ ଜିଲାରେ ଚାଲିଥିବା ଖେଳାଳି ଚୟନ ପ୍ରକ୍ରିୟା...

୨ କୁଇଣ୍ଟାଲ ଗଞ୍ଜେଇ ଜବତ: ୪ ଗିରଫ

ଜୟପୁର,୨୦ା୧୧(ଡି.ଏନ.ଏ)-କୋରାପୁଟ ଜିଲା ଜୟପୁର ସଦର ଥାନା ପକ୍ଷରୁ ଚଢାଉ କରାଯାଇ ୨ କୁଇଣ୍ଟାଲ ୫୭ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ...

ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି

ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ...

ନିମ୍ନମାନର ମଧ୍ୟାହ୍ନଭୋଜନ: ଖାଉନାହାନ୍ତି ଛାତ୍ରୀ

କବିସୂର୍ଯ୍ୟନଗର,୧୧ା୯- କବିସୂର୍ଯ୍ୟନଗର ବାଳିକା ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସରକାର ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇଦେଉଥିବାବେଳେ ଏଠାରେ ଛାତ୍ରୀମାନେ ଘରୁ ଆଣି...

ମହିଳାଙ୍କୁ ଯୌନ ଶୋଷଣ, ବ୍ଲାକମେଲିଂ ଅଭିଯୋଗ: କନଷ୍ଟେବଳ କୋର୍ଟଚାଲାଣ

ସାକ୍ଷୀଗୋପାଳ, ୧୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କୁ ଯୌନ ଶୋଷଣ ଓ ବ୍ଲାକମେଲିଂ ଅଭିଯୋଗରେ ଜଣେ ପୋଲିସ କନେଷ୍ଟବଳଙ୍କୁ ବୁଧବାର...

ପରିଚୟପତ୍ର ପ୍ରଦାନ ଆଳରେ କୃଷକଙ୍କୁ ଶୋଷଣ

ରସୁଲପୁର,୭।୮(ଡି.ଏନ୍‌.ଏ.)- କାଳିଆ ଯୋଜନାକୁ ନେଇ ଚାଷୀ ଭୁଆଁ ବୁଲୁଥିବାବେଳେ ଚାଷୀଙ୍କୁ ନେଇ ଜାଲିଆତି ବନ୍ଦ ହେବାର ନାଁ ଧରୁନି। ଗାଁର ବୋକରୀ ଯୁବକ, ଅଣଭୋଟର କାଳିଆ...

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା...

Advertisement


Archives

Model This Week

Why Dharitri