ମୋରଡ଼ା,୪ା୧୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସରକାରୀ ଗୃହରୁ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ହଳଦୀପାଳର ଟିକ ମହାନ୍ତ। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ମୋରଡ଼ା ଥାନାରେ ଏକ ମାମଲା(ନଂ.୩୦୫/୨୨) ରୁଜୁ ହୋଇଛି।
ମୋରଡ଼ା,୪ା୧୧(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ସରକାରୀ ଗୃହରୁ ଚୋରି ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ହଳଦୀପାଳର ଟିକ ମହାନ୍ତ। ଗୁରୁବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏନେଇ ମୋରଡ଼ା ଥାନାରେ ଏକ ମାମଲା(ନଂ.୩୦୫/୨୨) ରୁଜୁ ହୋଇଛି।
ଶନିଦେବ ଯେତେବେଳେ ନିଜ ରାଶି ପରିବର୍ତ୍ତନ କରନ୍ତି, ସେତେବେଳେ କେତେକ ରାଶି ଉପରେ ଶନି ଢୈୟା ଆରମ୍ଭ ହୋଇଥାଏ ତ ଆଉ କେତେକ ରାଶିର ଜାତକଙ୍କୁ ସାଢ଼େସାତୀରୁ…
ଆଚାର୍ଯ୍ୟ ଚାଣକ୍ୟଙ୍କୁ ବିଶ୍ୱର ସର୍ବଶ୍ରେଷ୍ଠ କୂଟନୀତିଜ୍ଞ ଏବଂ ଅର୍ଥନୀତିଜ୍ଞ ଭାବରେ ବିବେଚନା କରାଯାଏ। ତାଙ୍କ ରଚିତ ପୁସ୍ତକ ‘ଚାଣକ୍ୟ ନୀତି’ରେ ସେ ଜୀବନରେ ସଫଳତା ପାଇବାର ଅନେକ…
ଦାରିଙ୍ଗବାଡ଼ି,୧୨ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର -ରାଇପୁର ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଗତ ୨୯ ରେ ହୋଇଥିବା ଭୂସ୍ଖଳନ…
ବୈଦିକ ଜ୍ୟୋତିଷ ଅନୁସାରେ, ଆସନ୍ତା ୧୩ ନଭେମ୍ବର ୨୦୨୬ରେ ବୁଧଦେବ ତୁଳା ରାଶିରେ ମାର୍ଗୀ ହେବାକୁ ଯାଉଛନ୍ତି। ଜ୍ୟୋତିଷ ଶାସ୍ତ୍ରରେ ବୁଧଦେବଙ୍କୁ ବୁଦ୍ଧି, ବାଣୀ, ଯୋଗାଯୋଗ, ବ୍ୟବସାୟ,…
ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଧିରେ ଧିରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷ କରି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲାରେ ରାତିର ତାପମାତ୍ରା କ୍ରମାଗତ ଭାବେ…
ନୂଆଦିଲ୍ଲୀ, ୧୨।୧୧: ଆଇପିଏଲ ଟିମ ସନରାଇଜର୍ସ ହାଇଦ୍ରାବାଦ (SRH)ର ମାଲିକାଣୀ କାବ୍ୟା ମାରାନ ଅନିରୁଦ୍ଧ ରବିଚନ୍ଦରଙ୍କୁ ବିବାହ କରିଛନ୍ତି। ଅନିରୁଦ୍ଧ ନିଜ ସୋସିଆଲ ମିଡିଆରେ କାବ୍ୟାଙ୍କ ସହ…
ନୂଆଦିଲ୍ଲୀ, ୧୨।୧୧: ଭାରତ ବିପକ୍ଷରେ ଜାରି ରହିଥିବା ଦିନିକିଆ ସିରିଜର ଶେଷ ଦୁଇଟି ମ୍ୟାଚ (ଚତୁର୍ଥ ଓ ପଞ୍ଚମ) ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ଦଳ ଘୋଷଣା…
ନୂଆଦିଲ୍ଲୀ, ୧୨।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ ମୁକାବିଲା ଶୁକ୍ରବାର (ନଭେମ୍ବର ୧୩) ମାଉଣ୍ଟ ମାଉଙ୍ଗାନୁଇର ବେ…