Posted inରାଜ୍ୟ

ପରୀ ହତ୍ୟା ମାମଲାରେ ଜଣେ ଗିରଫ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ରବିବାର ଜଣଙ୍କୁ ଗିରଫ କରିଛି। ଯଦୁପୁର ଗାଁରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଆସନ୍ତାକାଲି ଅଭିଯୁକ୍ତକୁ ସ୍ବତନ୍ତ୍ର ପକ୍ସୋ କୋର୍ଟରେ ହାଜର କରାଯିବ । ଅଭିଯୁକ୍ତ ବିରୋଧରେ ୩୭୬-A, ୩୭୬-AB, ୩୬୪, ୩୦୨, ୨୦୧ ଧାରାରେ ମାମଲା ରୁଜୁ ହୋଇଛି। ସେହିପରି ପକସୋ ଆକ୍ଟରେ ସେକ୍ସନ ୬ରେ ମଧ୍ୟ ମାମଲା ରୁଜୁ ହୋଇଥିବା ଏସ୍‌ଆଇଟି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିସିସି ସଭାପତିଙ୍କୁ ସମାଲୋଚନା ପ୍ରସଙ୍ଗ: ନିରଞ୍ଜନ କହିଲେ ‘ଅସନ୍ତୋଷ ହୋଇ ଇତୀଶ ଏପରି ପିଲାଳିଆ କଥା କହିଛନ୍ତି’

ଭୁବନେଶ୍ୱର,୧୩।୯(ବ୍ୟୁରୋ): ଗୁରୁବାର ଏଆଇସିସିର ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଥିବା ବେଳେ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଥିଲେ ରାଜ୍ୟ ଛାତ୍ର କଂଗ୍ରେସ...

ମାତିଲେ ନକଲି ପୋଲିସ: ବର୍ଦ୍ଦି ପିନ୍ଧି ଲୁଟିଲେ ସ୍କୁଟି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀରେ ମାତିଛନ୍ତି ନକଲି ପୋଲିସ। ଆପଣେଇଛନ୍ତି ନୂଆ ଫର୍ମୁଲା। ଆଇପିଏସ୍‌ ଅଫିସର ଏବଂ ଇନ୍ସପେକ୍ଟର ପରିଚୟ ଦେଇ ଗିରଫ ହୋଇଥିବା ଘଟଣାଭଳି ଅନୁରୂପ ଘଟଣା...

‘ରାଞ୍ଚତ୍କୁ ନ ଯାଉ ରାଉରକେଲା ଏନ୍‌ଆଇଏମ୍‌ଆର୍‌’

ଭୁବନେଶ୍ୱର, ୧।୪(ବ୍ୟୁରୋ):ରାଉରକେଲାରେ ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମ୍ୟାଲେରିଆ ରିସର୍ଚ୍ଚ (ଏନ୍‌ଆଇଏମ୍‌ଆର୍‌)କୁ ରାଞ୍ଚତ୍କୁ ସ୍ଥାନାନ୍ତର ନ କରିବା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ...

ସାଲେପୁର ବିଧାୟକ କରୋନା ପଜିଟିଭ

ଭୁବନେଶ୍ୱର, ୮।୭(ବ୍ୟୁରୋ): ସାଲେପୁର ବିଧାୟକ ପ୍ରଶାନ୍ତ ବେହେରା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତାଙ୍କ ସହ ତାଙ୍କ ଡ୍ରାଇଭର ଏବଂ ପିଏସ୍‌ଓ ମଧ୍ୟ କରୋନା ଆକ୍ରାନ୍ତ...

ଫେରୁଥିବା ରାଜ୍ୟରୁ ଅନୁମତି ଆଣିବା ବାଧ୍ୟତାମୂଳକ

ଭୁବନେଶ୍ୱର,୫ା୫(ବ୍ୟୁରୋ): ଯେଉଁ ରାଜ୍ୟରୁ ଲୋକମାନେ ଓଡ଼ିଶାକୁ ଫେରୁଛନ୍ତି ସେଠାରୁ ସେମାନେ ଅନୁମତିପତ୍ର ଆଣିବା ସହିତ ଯାନବାହନର ସମ୍ପୂର୍ଣ୍ଣ ବିବରଣୀ ରାଜ୍ୟ ସରକାରଙ୍କ କୋଭିଡ୍‌ ପୋର୍ଟାଲରେ ପଞ୍ଜୀକରଣ...

ବାପ୍‌ ଦିବ୍ୟାଙ୍ଗ: ଦାଦନ ଖଟି ବହେନ୍‌କେ ପଢ଼ଉଛନ୍‌ ତିନ୍‌ ଭାଇ

  କୋମନା, ୨୪।୩ (ଡି.ଏନ୍‌.ଏ.)- ନୂଆପଡ଼ା ଜିଲା କୋମନା ବ୍ଲକ ପଏଁର ପଁଚେତ୍‌ ଅଧୀନ ମହୁଲଭଟା ଗଁାର ଦିବ୍ୟାଙ୍ଗ ମସତ୍‌ରାମ ତାଣ୍ଡି(୬୦)। ଛୁଆବେଲେ କେହେନ୍‌ସି ଗୁଟେ...

ବର୍ଷାକୁ ନାହିଁ ଭରସା

ଅନୁଗୋଳ ଅଫିସ, ୩୦ା୭ କଥାରେ ଅଛି ଆଷାଢ଼-ଶ୍ରାବଣ, ମେଘ ବରଷେ ଘନ ଘନ। ଚାଷ ଓ ଚାଷୀ ପାଇଁ ଏହି ଦୁଇ ମାସ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ।...

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି।...

Advertisement
Archives

Model This Week