ମହିଳା ହୋମଗାର୍ଡଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଗିରଫ

ରାଇକିଆ,୨୯ା୭(ଡି.ଏନ୍‌.ଏ.): ମହିଳା ହୋମ ଗାର୍ଡଙ୍କୁ ଅସଦାଚରଣ ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ପୋଲିସ କୁନା ଦିଗାଲ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗତ ଜାନୁଆରୀ ମାସରୁ ଏ ନେଇ ରାଇକିଆ ଥାନାରେ ଅଭିଯୋଗ ହୋଇଥିବା ବେଳେ ୬ ମାସରୁ ଊର୍ଦ୍ଧ୍ୱ ହେଲା ଫେରାର ଥିବା କୁନାଙ୍କୁ ଗୁରୁବାର ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ରାଇକିଆ ପୋଲିସ କେସ୍‌ ନଂ. ୨/୨୧ରେ ମାମଲା ରୁଜୁ କରିବା ସହ କୁନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri