ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ଅକାଳରେ ମରିଯିବେ ୧୦୦କୋଟି ଲୋକ

ନୂଆଦିଲ୍ଲୀ,୩୦।୮: ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ବିଶ୍ୱ ତାପମାତ୍ରାରେ ଯଦି ଦୁଇ ଡିଗ୍ରୀ ସେଲସିୟସ ବୃଦ୍ଧି ପାଏ ତେବେ ପରବର୍ତ୍ତୀ ଶତାବ୍ଦୀରେ ପ୍ରାୟ ୧୦୦କୋଟି ଲୋକ ଅକାଳରେ ମୃତ୍ୟୁବରଣ କରିବେ। ୪୦ଶତକଡାରୁ ଅଧିକ ଅଙ୍ଗାରକାମ୍ଳ ନିର୍ଗମନ ପାଇଁ ତୈଳ ଏବଂ ଗ୍ୟାସ ଶିଳ୍ପ ପ୍ରତ୍ୟକ୍ଷ ଏବଂ ପରୋକ୍ଷ ଭାବରେ ଦାୟୀ ବୋଲି ଅନୁସନ୍ଧାନକାରୀମାନେ କହିଛନ୍ତି। ଏଥିଯୋଗୁ ଦୁନିଆର କୋଟି କୋଟି ଲୋକ ପ୍ରଭାବିତ ହେଉଛନ୍ତି।

ଏନର୍ଜି ଜର୍ନାଲ ପତ୍ରିକାନୁସାରେ କାର୍ବନ ନିର୍ଗମନ ହ୍ରାସ ପାଇଁ ପଦକ୍ଷେପ ନେବା ଉପରେ ଗୁରୁତ୍ୱ ଦିଆଯାଇଛି। ଆଗକୁ ଏହା ସରକାରୀ, କର୍ପୋରେଟ ଏବଂ ଜନସାଧାରଣଙ୍କ ସ୍ତରରେ ଲାଗୁ କରିବାକୁ ସୁପାରିଶ କରାଯାଉଛି। ଏହି ଅଧ୍ୟୟନରେ ଜଡିତ ଥିବା କାନାଡାର ୱେଷ୍ଟର୍ଣ୍ଣ ଅନଟାରିଓ ବିଶ୍ୱବିଦ୍ୟାଳୟର ପ୍ରଫେସର ଜୋଶୁଆ ପର୍ସ କହିଛନ୍ତି ଯେ, ଜଳବାୟୁ ପରିବର୍ତ୍ତନକୁ ରୋକିବା ପାଇଁ ଆମକୁ ଶୀଘ୍ର କାର୍ଯ୍ୟନୁଷ୍ଠାନ ନେବାକୁ ପଡିବ। ଯଦିଓ ଭବିଷ୍ୟତରେ କ’ଣ ଘଟିବ ତାହା ପୂର୍ବାନୁମାନ କରିବା ସମ୍ଭବ ନୁହେଁ, କିନ୍ତୁ ଜଳବାୟୁ ପରିବର୍ତ୍ତନ ହେତୁ ପ୍ରତି ୧୦ ଜଣଙ୍କ ମଧ୍ୟରୁ ଜଣେ ପ୍ରାଣ ହରାଇବେ ବୋଲି ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

BRICS: ୭ ବର୍ଷ ପରେ ଭାରତ ଆସିଛନ୍ତି ସି ଜିନପିଙ୍ଗ, ଜାଣନ୍ତୁ କେବେ ଭେଟିବେ ପ୍ରଧାନମନ୍ତ୍ରୀ ମୋଦଙ୍କୁ

ନୂଆଦିଲ୍ଲୀ,୧୨।୯: ଭାରତ ଆଜି (ଶନିବାର) ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏହି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ବିଭିନ୍ନ…

ବ୍ରିକ୍ସ (BRICS) ସମ୍ମିଳନୀରେ ଆମେରିକା ଉପରେ ବର୍ଷିଲେ ରୁଷିଆ-ଇରାନ; ଆୟୋଜକ ଭାରତ ସମ୍ମୁଖରେ କ’ଣ ରହିଛି ଆହ୍ବାନ? ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରୁଷିଆ ଏବଂ ଇରାନ ଶୁକ୍ରବାର, ଆମେରିକା ଓ ଅନ୍ୟାନ୍ୟ ପାଶ୍ଚାତ୍ୟ ଦେଶ ଦ୍ୱାରା ଲାଗୁ କରାଯାଇଥିବା କଟକଣା ଏବଂ ଆକ୍ରମଣାତ୍ମକ କାର୍ଯ୍ୟକଳାପର ସମାଲୋଚନା କରିଛନ୍ତି। ସେମାନେ…

ରିସର୍ଟରେ ଲାଗିଲା ନିଆଁ: ହଠାତ୍‌ ପ୍ରଚଣ୍ଡ ଶବ୍ଦ ହେବାରୁ ପର୍ଯ୍ୟଟକ ଛାନିଆ

ଦାରିଙ୍ଗବାଡ଼ି,୧୨।୯(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ କିରିକୁଟି ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଘରୋଇ ରିସର୍ଟର ଗୋଟିଏ କଟେଜରେ ଅଗ୍ନିକାଣ୍ଡ ଘଟି ଏହା ସମ୍ପୂର୍ଣ୍ଣ ଜଳିପୋଡ଼ି…

ଯୁବକଙ୍କୁ ୧୭ଥର ଛୁରି ଭୁସିଲେ ସହଯୋଗୀ: ଆଉ ତା’ପରେ ଘଟିଲା…

ନୂଆଦିଲ୍ଲୀ,୧୨ା୯ :ପୂର୍ବ ଦିଲ୍ଲୀର ମାଣ୍ଡଓ୍ବାଲି ଅଞ୍ଚଳରେ ଜଣେ ୨୨ ବର୍ଷୀୟ ଯୁବକଙ୍କୁ ୧୭ ଥର ଛୁରାମାଡ଼ ହେବାରୁ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ପୋଲିସ କହିଛି। ପୋଲିସ…

BRICS Summit: ବିଦେଶୀ ନେତା ଓ ତାଙ୍କ ବଡ଼ ଟିମ୍‌ର ଖର୍ଚ୍ଚ ଉଠାଏ କିଏ? କାହା ପକେଟରୁ ଯାଏ କୋଟି କୋଟି ଟଙ୍କା, ଜାଣନ୍ତୁ…

ନୂଆଦିଲ୍ଲୀ,୧୨।୯: ରାଜଧାନୀ ଦିଲ୍ଲୀ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀର ଆୟୋଜନ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ରୁଷିଆ…

ଆଲୁମିନି କନେକ୍ଟ କ୍ୟାମ୍ପେନ ଉଦ୍‌ଘାଟିତ: ପୁରାତନ ଛାତ୍ରୀଙ୍କୁ ଦୃଢ଼ ନେଟୱର୍କରେ ଯୋଡ଼ିବା ଲକ୍ଷ୍ୟ

ଭଞ୍ଜନଗର,୧୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ନିର୍ଦ୍ଦେଶକ୍ରମେ ‘ଆମ ଗୌରବ ଆମ କଲେଜ ପରିଚାଳନା ସଂଗଠନ’ ଆନୁକୂଲ୍ୟରେ ଆଲୁମିନି…

ମହେନ୍ଦ୍ରତନୟା ଗାଧୋଇବାକୁ ଯାଇଥିଲେ ଦୁର୍ଗା: ହଠାତ୍‌ ଘଟିଲା…

ପାରଳାଖେମୁଣ୍ଡି,୧୨।୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଅମରା ନିକଟ ମହେନ୍ଦ୍ରତନୟା ନଦୀରେ ଗାଧୋଇବାବେଳେ ଜଣେ ବୃଦ୍ଧ ଭାସିଯାଇ ନିଖୋଜ ହୋଇଛନ୍ତି। ସେ ହେଲେ ଦୁର୍ଗା ପ୍ରସାଦ ପାଣିଗ୍ରାହୀ…

ଭାରତରେ ନିଜ ଟଏଲଟ୍‌ ଧରି ବୁଲୁଛନ୍ତି ସି ଜିନପିଙ୍ଗ୍‌, କାରଣ ଜାଣିଲେ ହୋସ୍‌ ଉଡିବ

ନୂଆଦିଲ୍‌ଲୀ,୧୨।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଯେତେବେଳେ କୌଣସି ବିଦେଶ ଗସ୍ତରେ ଯାଆନ୍ତି, ସେତେବେଳେ ତାଙ୍କର ସୁରକ୍ଷା ବ୍ୟବସ୍ଥା ତାଙ୍କ ଦୈନନ୍ଦିନ ଜୀବନର ସବୁଠାରୁ ବ୍ୟକ୍ତିଗତ ଦିଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?