ଛେଳି ଚରାଉଥିଲେ ହଠାତ ମାରିଲା ବଜ୍ରପାତ: ମାଲିକଙ୍କ ଆଖି ଆଗରେ ଟଳିପଡିଲେ ଗୋଟିଏ ପରେ ଗୋଟିଏ ଛେଳି, ଶେଷରେ…

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଗାଁ ରେ ଶନିବାର ବଜ୍ରପାତ ହୋଇ ୧୨ ଛେଳିଙ୍କ ମୃତ୍ୟୁ ହୋଇଛି। ତେବେ ଛେଳି ଚରାଳି ଏହି ଅଘଟଣରୁ ବର୍ତ୍ତିଯାଇଛନ୍ତି। ଚନ୍ଦ୍ରଗିରିର ସୁବାସ ନାୟକ ନିକଟସ୍ଥ ସତପୁରୀ ନାଳ ନିକଟରେ ସବୁଦିନ ପରି ଛେଳି ଚରାଉଥିଲେ। ଅପରାହ୍ନ ୫ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ହୋଇ ହଠାତ ବଜ୍ରପାତ ହୋଇଥିଲା। ଏଥିରେ ଗୋଟିଏ ଗଛ ତଳେ ଥିବା ୧୨ଟି ଛେଳିର ମୃତ୍ୟୁ ହୋଇଥିଲା। ମୃତ ଛେଳି ଅନୁସାରେ ଏହାର ମାଲିକଙ୍କୁ ପ୍ରଶାସନ କ୍ଷତି ପୂରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

ଦିନକ ପରେ ବଡ଼ଦିନ: ପୋଲିସର ଫ୍ଲାଗ ମାର୍ଚ୍ଚ, ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡି

ବାଲିଗୁଡ଼ା,୨୩।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ଆଉ ଦିନକ ପରେ ବଡଦିନ ପର୍ବ। ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ

ଯାଜପୁର,୨୩।୧୨: ଓଡିଶାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ଜୟ ମହାକାଳ ଫାଉଣ୍ଡେସନ” ପକ୍ଷରୁ “ଥିଲେ ଦିଅନ୍ତୁ ନଥିଲେ ନିଅନ୍ତୁ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲା ଯାଜପୁର...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri