ଛେଳି ଚରାଉଥିଲେ ହଠାତ ମାରିଲା ବଜ୍ରପାତ: ମାଲିକଙ୍କ ଆଖି ଆଗରେ ଟଳିପଡିଲେ ଗୋଟିଏ ପରେ ଗୋଟିଏ ଛେଳି, ଶେଷରେ…

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଗାଁ ରେ ଶନିବାର ବଜ୍ରପାତ ହୋଇ ୧୨ ଛେଳିଙ୍କ ମୃତ୍ୟୁ ହୋଇଛି। ତେବେ ଛେଳି ଚରାଳି ଏହି ଅଘଟଣରୁ ବର୍ତ୍ତିଯାଇଛନ୍ତି। ଚନ୍ଦ୍ରଗିରିର ସୁବାସ ନାୟକ ନିକଟସ୍ଥ ସତପୁରୀ ନାଳ ନିକଟରେ ସବୁଦିନ ପରି ଛେଳି ଚରାଉଥିଲେ। ଅପରାହ୍ନ ୫ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ହୋଇ ହଠାତ ବଜ୍ରପାତ ହୋଇଥିଲା। ଏଥିରେ ଗୋଟିଏ ଗଛ ତଳେ ଥିବା ୧୨ଟି ଛେଳିର ମୃତ୍ୟୁ ହୋଇଥିଲା। ମୃତ ଛେଳି ଅନୁସାରେ ଏହାର ମାଲିକଙ୍କୁ ପ୍ରଶାସନ କ୍ଷତି ପୂରଣ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଅଡବାରେ ଅବୈଧ ଗଞ୍ଜେଇ ଚାଷ ବନ୍ଦ ପାଇଁ ଏକାଠି ହେଲେ ଜନସାଧାରଣ, ନଶାମୁକ୍ତ ଓଡ଼ିଶା…

ମୋହନା,୨୫।୮(ମନ୍ମଥ ମିଶ୍ର): “ଗଞ୍ଜେଇମୁକ୍ତ ଗଜପତି” ଏବଂ “ନଶାମୁକ୍ତ ଓଡ଼ିଶା” ଅଭିଯାନର ଅଂଶ ସ୍ୱରୂପ ଅଡବା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଗଜପତି…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଛାତ୍ରୀ ଗାଧୋଉଥିବାବେଳେ ସ୍କାଏ ଲାଇଟ୍‌ ପଟେ ଭିଡିଓ ଶୁଟିଂ କରୁଥିଲେ ନାବାଳକ: ଆଉ ତା’ପରେ…

ଭୁବନେଶ୍ୱର,୨୫।୮(ପ୍ରସନଜିତ୍‌ ସାହୁ): ଇନ୍‌ଫୋଭ୍ୟାଲି ଥାନା ଅଞ୍ଚଳର ଏକ ଘରୋଇ ଇଞ୍ଜିନିୟରିଂ କଲେଜର ଜଣେ ଛାତ୍ରୀଙ୍କ ଗାଧୋଇବା ସମୟର ଭିଡିଓ ଶୁଟିଂ କରି ଜଣେ ନାବାଳକ ବନ୍ଧା ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri