Posted inଫୁରସତ

ଗୋଟିଏ ବିଲେଇ କାମୁଡ଼ି ଗୋଡ଼ାଉଥିବା ବେଳେ ଅନ୍ୟଟି କରୁଛି ଏପରି ଆକ୍ଟିଂ, ଦେଖନ୍ତୁ ଭିଡ଼ିଓ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇ ବିଲେଇ ଝଗଡ଼ା ଲାଗୁଥିବା ଦୃଶ୍ୟ ଦେଖିବାକୁ ମିଳୁଛି। ଜଣେ ଅନ୍ୟ ଜଣକୁ କାମୁଡ଼ି ଗୋଡ଼ାଇବା ବେଳେ ଅପରପକ୍ଷର ଆକ୍ଟିଂ ଦେଖି ରହିଯାଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୪୦ ଟଙ୍କାର ଲଟେରି ଟିକେଟ ଏପରି ବଦଳାଇଦେଲା ଏହି ବ୍ୟକ୍ତିଙ୍କ ଭାଗ୍ୟ

ବେଳେବେଳେ ସାଧାରଣ ଜିନିଷଟିଏ ବି ମଣିଷର ଭାଗ୍ୟ ବଦଳାଇ ଦିଏ। ଏମିତି ଏକ ମାମଲା ସାମ୍ନାକୁ ଆସିଛି। ପଶ୍ଚିମବଙ୍ଗର ଜଣେ ବ୍ୟକ୍ତି କେରଳରେ ରହୁଥିବା ବେଳେ...

ମହିଳା ଛିଙ୍କି ଦେବାରୁ ଦୋକାନୀ ଫିଙ୍ଗିଦେଲେ ୨୬ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ

ଓ୍ବାଶିଂଟନ୍‌: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏନେଇ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ରହୁଛନ୍ତି। ଗୁରୁତ୍ୱପୂର୍ଣ୍ଣ...

ପର୍ଯ୍ୟଟନସ୍ଥଳୀ: ଫୁଲରେ ସଜ୍ଜିତ କାସ୍‌ ମାଳଭୂମି

ମହାରାଷ୍ଟ୍ରର ସତାରା ନାମକ ସହରଠାରୁ ପ୍ରାୟ ୨୫ କି.ମି. ଦୂରରେ ରହିଛି ଏକ ଆକର୍ଷଣୀୟ ମାଳଭୂମି, ଯାହାର ନାଁ ହେଉଛି କାସ୍‌ ମାଳଭୂମି। ଏହାକୁ କେହି...

ସେବାରେ ମନ

କେବେ କାହାର ସେବା କରିଛନ୍ତି? ସେବାରୁ ମିଳୁଥିବା ଆତ୍ମତୃପ୍ତିକୁ ଅନୁଭବ କରିଛନ୍ତି? ବୋଧହୁଏ ନିଜ ଲୋକଙ୍କର ସେବା ହୁଏତ କେବେକେବେ କରିଥିବେ। କିନ୍ତୁ ସମ୍ପୂର୍ଣ୍ଣ ଅଜଣା...

ସମୁଦ୍ର ଜୁଆର ଦେଖି ପକ୍ଷୀ ହେଉଛନ୍ତି ଏପରି

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ବାଇକ୍‌କୁ କରିଦେଲେ ଜେସିବି ମେଶିନ, ଆନନ୍ଦ ମହିନ୍ଦ୍ରା କହିଲେ…

ପ୍ରତିଷ୍ଠିତ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ଅନେକ ସମୟରେ ମଜାଳିଆ ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ବର୍ତ୍ତମାନ...

ଅପେକ୍ଷାରେ ନବ ବିବାହିତା, କିନ୍ତୁ ବର କମ୍ପ୍ୟୁଟରରେ….

ଶେଜରେ ନବ ବିବାହିତା ଅପେକ୍ଷା କରିଥିବାବେଳେ ବର କମ୍ପ୍ୟୁଟରରେ ମଜି ରହିଛି। ଏଭଳି ଏକ ଫଟୋ ଭାଇରାଲ ହେଉଛି, ଯାହାକୁ ନେଇ ସୋସିଆଲ ମିଡିଆରେ ଏବେ...

ରୋଷେଇ ଘର ପାଣି ପାଇପରୁ ବାହାରିଲା ମଦ: ଲୋକେ ଆଶ୍ଚର୍ଯ୍ୟ

ତ୍ରିଶୂର,୬।୨: ଘରକୁ ଦିଆଯାଇଥିବା ପାଣି ପାଇପରୁ ପାଣି ବଦଳରେ ମଦ ବାହାରିବା ଦେଖି ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। ତେବେ କେରଳର ତ୍ରିଶୂର...

Advertisement


Archives

Model This Week