Categories: ଫୁରସତ

ଗୋଟିଏ ବିଲେଇ କାମୁଡ଼ି ଗୋଡ଼ାଉଥିବା ବେଳେ ଅନ୍ୟଟି କରୁଛି ଏପରି ଆକ୍ଟିଂ, ଦେଖନ୍ତୁ ଭିଡ଼ିଓ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଦୁଇ ବିଲେଇ ଝଗଡ଼ା ଲାଗୁଥିବା ଦୃଶ୍ୟ ଦେଖିବାକୁ ମିଳୁଛି। ଜଣେ ଅନ୍ୟ ଜଣକୁ କାମୁଡ଼ି ଗୋଡ଼ାଇବା ବେଳେ ଅପରପକ୍ଷର ଆକ୍ଟିଂ ଦେଖି ରହିଯାଉଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।

 

Share