କରୋନାକୁ ହରାଇ ପାରିବନି ଗୋଟିଏ ଦେଶ, ମିଳିତ ଲଢ଼େଇ ଆବଶ୍ୟକ: ଜାତିସଂଘ…

ଜୋନେଭା/ନୂଆଦିଲ୍ଲୀ,୨୫।୫: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ କରୋନା ବିରୋଧରେ ଲଢ଼େଇ କରିବା କୌଣସି ଗୋଟିଏ ଦେଶ ପକ୍ଷେ ସମ୍ଭବ ନୁହେଁ। ଏହାଦ୍ୱାରା କରୋନାକୁ ହରାଇ ହେବନି। ଏକ୍ଷେତ୍ରରେ ପୃଥିବୀର ସମସ୍ତ ଦେଶ ପକ୍ଷରୁ ମିଳିତ ଭାବେ ଯୋଜନାବଦ୍ଧ ଲଢ଼େଇର ଆବଶ୍ୟକତା ରହିଥିବା ଜାତିସଂଘ ମହାସଚିବ ଆଣ୍ଟୋନିଓ ଗ୍ୟୁଟେରେସ୍‌ ପ୍ରକାଶ କରିଛନ୍ତି। ସେ ବିଶ୍ୱ ସ୍ବାସ୍ଥ୍ୟ ସଭାକୁ ଭିଡ଼ିଓ କନଫରେନ୍ସିଂରେ ସମ୍ବୋଧିତ କରି ଏଭଳି କହିଛନ୍ତି। ଟିକାକରଣ, ଟେଷ୍ଟିଂ ଏବଂ ଚିକିତ୍ସା ଆଦି କ୍ଷେତ୍ରରେ ମିଳିତ ପ୍ରୟାସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଶ୍ୱ ସମୁଦାୟ ଏକଜୁଟ ହୋଇ କରୋନା ବିରୋଧରେ ଲଢ଼େଇରେ ସାମିଲ ହେବା ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। କରୋନା ଲଢ଼େଇରେ ଜି-୨୦ ଟାସ୍କ୍‌ ଫୋର୍ସ ଗଠନ କରିବା ଜରୁରୀ ହୋଇପଡ଼ିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri