ଆସୋଚାମ ପକ୍ଷରୁ ଦିନିକିଆ ଶିଳ୍ପ ସମ୍ମିଳନୀ

ଭୁବନେଶ୍ୱର,୧।୧୦: ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଓଏସ୍‌ପିସିବି)ର ମିଳିତ ସହଯୋଗରେ ଆସୋସିଏଟେଡ୍‌ ଚାମ୍ବର ଅ୍‌ଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଆସୋଚାମ) ଏବଂ ଓଡ଼ିଶା ସରକାର ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେଶନ ସମ୍ମିଳନୀ-୨୦୨୨ ନେଟ୍‌ ଜିରୋ ପାଇଁ ରୋଡ୍‌ ମ୍ୟାପ୍‌ ଆୟୋଜନ କରିଥିଲେ। ଉକ୍ତ ସମ୍ମିଳନୀ ସମଗ୍ର ବିଶ୍ୱରେ ଡିକାର୍ବୋନାଇଜେଶନ ଭବିଷ୍ୟତ ପାଇଁ ପରିବର୍ତ୍ତନକୁ ପ୍ରେରଣା ଦେବ ଓ ଶୂନ୍ୟ କାର୍ବନ ପ୍ରତିଶ୍ରୁତିକୁ ପୂରଣ କରିବାରେ ସହାୟକ ହେବ। ଏପରିକି ଇଣ୍ଡଷ୍ଟ୍ରିଆଲ ଡିକାର୍ବୋନାଇଜେଶନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ମଧ୍ୟ ବିଭିନ୍ନ ଘରୋଇ ସଂସ୍ଥା ସହ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଓଡ଼ିଶା ରିୟଲ ଇଷ୍ଟେଟ ରେଗୁଲୋଟୋରି ଅଥରିଟିର ଅଧ୍ୟକ୍ଷ ସିଦ୍ଧାନ୍ତ ଦାସ ଏବଂ ସତ୍ୟବ୍ରତ ସାହୁ ପ୍ରିନ୍ସିପାଲ ସେକ୍ରେଟାରି (ଇନ୍‌ ଚାର୍ଜ) ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପ୍ରମୁଖ ଉପସ୍ଥିତ ରହି ଉକ୍ତ ସମ୍ମିଳନୀରେ ନିଜ ନିଜର ଅଭିଭାଷଣ ସାଙ୍ଗକୁ ଏ ଦିଗରେ ବଳିଷ୍ଠ ପଦକ୍ଷେପ ନେବା ପାଇଁ ଆହ୍ବାନ ଦେଇଥିଲେ। ଏ ସମ୍ପର୍କରେ ଆସୋଚାମ (ପୂର୍ବ ଓ ଉତ୍ତର ପୂର୍ବ) ର ବରିଷ୍ଠ ନିର୍ଦ୍ଦେଶକ ପରମିନ୍ଦରଜିତ କାଉର କହିଛନ୍ତି, ଏହି ଡିକାର୍ବୋନାଇଜେଶନ ସମ୍ମିଳନୀ ଜରିଆରେ ବିଭିନ୍ନ କ୍ଷେତ୍ର ମଧ୍ୟରେ ଜଳବାୟୁ, ଶକ୍ତି ଓ ସ୍ଥିରତା ବୃତ୍ତିଧାରୀଙ୍କ ସହ ନେଟ୍‌ୱାର୍କିଂ ଓ ଶିକ୍ଷା ପାଇଁ ଆମେ ଏକ ଅନନ୍ୟ ପ୍ଲାଟ୍‌ଫର୍ମ ପ୍ରଦାନ କରିବାକୁ ଅପେକ୍ଷା କରୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri