ଗୋଟିଏ ଦିନ ବିଳମ୍ବରେ ପହଞ୍ଚିଲା ବ୍ରହ୍ମ ତାଳଧ୍ବଜ

କେନ୍ଦ୍ରାପଡ଼ା ଅଫିସ,୧୧।୧୦: କେନ୍ଦ୍ରାପଡ଼ାର ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ବଜ ରଥ ଶେଷରେ ଗୋଟିଏ ଦିନ ବିଳମ୍ବରେ ଚକଡ଼ାରେ ପହଞ୍ଚିଥିଲା। ତ୍ରୁଟିପୂର୍ଣ୍ଣ ପରିଚାଳନା ଯୋଗୁଁ ରାସ୍ତା ପାଶର୍‌ବ ଅସ୍ଥାୟୀ ଦୋକାନ ଉପରକୁ ମାଡିଯାଇ ଥିବାରୁ ରଥ ଟାଣିବାରେ ଗୋଟିଏ ଦିନ ବିଳମ୍ବ ହୋଇଥିଲା । ତେବେ ସୋମବାର ରଥ ଉପରେ ଶ୍ରୀ ଜୀଉମାନଙ୍କ ନୀତିକାନ୍ତି ପରେ ଦିନ ପ୍ରାୟ ୨ଟାରେ ରଥ ଟଣା ଆରମ୍ଭ ହୋଇଥିଲା ।
ଅପରାହ୍ନ ୪ ଟାରେ ରଥ ଚକଡା ଲାଗିଥିଲା। ସୋମବାର ତିନି ଦିଅଁ ରଥରେ ଅବସ୍ଥାନ କରିବେ। ଆସନ୍ତାକାଲି ରଘୁନାଥ ବେଶ ଓ ଅଧର ପଣା ନୀତି ପରେ ମନ୍ଦିର ପ୍ରବେଶ କରିବେ ବୋଲି ସେବାୟତଙ୍କ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ଭିତରେ ପଶିଲା ବର୍ଷାପାଣି

ଭଦ୍ରକ ଅଫିସ,୪।୧୦: ଲଘୁଚାପ ଯୋଗୁ ମଙ୍ଗଳବାର ସକାଳଠାରୁ ବର୍ଷା ଲାଗି ରହିଛି । ଲଘୁଚାପ ବର୍ଷାରେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟର ବିଭିନ୍ନ ୱାର୍ଡରେ ପାଣି ପଶିଯାଇଛି...

ଚାଷୀଙ୍କ ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ

ଯାଜପୁର ଅଫିସ,୧୮ା୧୨: ଚାଷୀ ଓ ଚାଷର ପିଛା ଛାଡୁନି ପ୍ରାକୃତିକ ବିପର୍ଯ୍ୟୟ। ବିଶେଷକରି ଚଳିତ ବର୍ଷ ୟାସ୍‌ ଓ ଏହାର ୬ ମାସ ପରେ ଜୱାଦ...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ

ହିନ୍ଦୋଳ,୩୧।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ଅନ୍ତର୍ଗତ ପୁରୁଣା କଟକ-ସମ୍ବଲପୁର ରାସ୍ତା ହରିହରପୁର ଗ୍ରାମ ନିକଟରେ ମଙ୍ଗଳବାର ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ...

ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି...

ସମ୍ପତ୍ତି ଜବରଦଖଲ ଅଭିଯୋଗ : ଜିଲାପାଳଙ୍କ ଅଫିସ ସମ୍ମୁଖରେ ଅନଶନରେ ବସିଲେ ମହିଳା

ବରଗଡ଼ ଅଫିସ,୫।୮: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ବସେକେଲା ଗ୍ରାମର କେତେକ ଲୋକେ ଜଣେ ମହିଳାଙ୍କ ପୈତୃକ ସମ୍ପତ୍ତି ଜବରଦଖଲ କରିଥିବା ଅଭିଯୋଗ ହୋଇଛି।...

ସହର ଫେରନ୍ତାଙ୍କୁ ନେଇ ଚିନ୍ତା

ଭୁବନ, ୬ା୪(ସ୍ବ.ପ୍ର.):କରୋନା ସଂକ୍ରମଣର ହଟ୍‌ଜୋନ୍‌ ପାଲଟିଛି ଭୁବନେଶ୍ୱର। ସ୍ମାର୍ଟସିଟିରେ କଟକଣା ଜୋର୍‌ଦାର କରାଯିବା ପରେ ଏବେ ଗ୍ରାମାଞ୍ଚଳ ମୁହଁ। ହୋଇଛନ୍ତି ଅନେକେ। ଲକ୍‌ଡାଉନ୍‌ ସତ୍ତ୍ୱେ ସେମାନେ...

ଶିମିଳିପାଳରେ ନିଆଁ ଏସିଆ ପାଇଁ ଭଲ ସଙ୍କେତ ନୁହେଁ: କେନ୍ଦ୍ରମନ୍ତ୍ରୀ

ବାରିପଦା ଅଫିସ, ୩।୩: ହୁ ହୁ ହୋଇ ଜଳୁଛି ଶିମିଳିପାଳ ଅଭୟାରଣ୍ୟ । ଦିନେ କି ଦୁଇଦିନ ନୁହେଁ ପ୍ରାୟ ଗୋଟିଏ ସପ୍ତାହ ହେଲାଣି, ଜଙ୍ଗଲ...

୭ମାସ ପରେ ଡାକ୍ତର ନିଯୁକ୍ତି

ଢେଙ୍କିକୋଟ, ୩୧ା୭(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଆଦିବାସୀ ଅଧ୍ୟୁଷିତ ଢେଙ୍କିକୋଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘ ୭ମାସ ହେଲା ଡାକ୍ତର ନ ଥିବାରୁ ଗରିବ ଲୋକେ...

Advertisement
Archives

Model This Week